ଜୁଲାଇ ୧୦ ତାରିଖରେ ପ୍ରକାଶିତ ହେବ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ ପ୍ରଥମ ମେଧା ତାଲିକା
ଭୁବନେଶ୍ୱର : ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଇଣ୍ଟିଗ୍ରେଟେଡ଼ ଟିଚର ଏଜୁକେସନ ପ୍ରୋଗ୍ରାମ୍ (Integrated Teacher Education Programme -ITEP) ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ…
