ସ୍ଵତନ୍ତ୍ର ରିଲିଫ କମିଶନର, ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗର ପରାମର୍ଶ ଏବଂ ନିର୍ଦ୍ଦେଶାବଳୀର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶ
ଭୁବନେଶ୍ୱର: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା କିଛି ଦିନରେ ସମ୍ଭାବ୍ୟ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ବନ୍ୟା, ଜଳବନ୍ଦୀ ଓ ବର୍ଷାଜନିତ ଅନ୍ୟାନ୍ୟ ସମସ୍ୟାର…
