ଓଡ଼ିଶାର ପ୍ରଥମ ଡିପ୍ ନ୍ୟୁରାଲ୍ ନେଟୱାର୍କ ଫର ଏରୋସ୍ପେସ୍ ଆଣ୍ଡ ଡିଫେନ୍ସ ଲାବୋରେଟୋରୀ ଉଦଘାଟନ

ଭୁବନେଶ୍ୱର: କୃତ୍ରିମ ବୁଦ୍ଧିମତ୍ତା ଏବଂ ପରବର୍ତ୍ତୀ ପିଢ଼ିର ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟାରେ ଜାତୀୟ କ୍ଷମତା ବୃଦ୍ଧି କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ କନକ…

ଷ୍ଟାର୍ଟଅପ୍ ଓଡ଼ିଶା ଦ୍ଵାରା ‘ଏକ୍ସ-ଚେଞ୍ଜ ପ୍ରୋଗ୍ରାମ୍’ ଏବଂ ‘ଲଞ୍ଚପ୍ୟାଡ୍ ୨୦୨୫’ ଆୟୋଜିତ

ଭୁବନେଶ୍ୱର: ରାଜ୍ୟରେ ଷ୍ଟାର୍ଟଅପ୍ ପରିବେଶକୁ ସୁଦୃଢ  କରିବାସହ ନବସୃଜନର ସମ୍ଭାବନାକୁ ବଢାଇବା ପାଇଁ ଏମଏସଏମଇ ବିଭାଗ ସହାୟତାରେ ଷ୍ଟାର୍ଟଅପ୍ ଓଡ଼ିଶା,’ଏକ୍ସ-ଚେଞ୍ଜ ପ୍ରୋଗ୍ରାମ୍’ ଏବଂ ‘ଲଞ୍ଚପ୍ୟାଡ୍ ୨୦୨୫ ଆୟୋଜିତ…

ଢେଙ୍କାନାଳରେ ୫୦ ହଜାର କୋଟିରୁ ଉର୍ଦ୍ଧ୍ୱ ୪ଟି ଶିଳ୍ପ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି…

ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୨ ଦିନିଆ ତାଲିମ କାର୍ଯକ୍ରମ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୨ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଲୋକସେବା…

‘ଲକ୍ଷପତି ଦିଦି ଯୋଜନା ଏକ ସମାବେଶୀ ଓ ସ୍ଥାୟୀ ବିକାଶର ରଣନୀତି’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ…

ସଚିବସ୍ତରୀୟ ବୈଠକ ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ପୂର୍ବାହ୍ନରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ ବିଭିନ୍ନ ନୂତନ ଯୋଜନାର କାର୍ୟ୍ୟକାରିତା, ବିଭାଗଗୁଡିକରେ ଖାଲିଥିବା ପଦବୀ ପୂରଣ, ସରକାରୀ କର୍ମଚାରୀମାନଙ୍କୁ ନିର୍ଦ୍ଧାରିତ ଅବସରକାଳୀନ ପ୍ରାପ୍ୟ ଓ ପେନସନ ପ୍ରଦାନ, ସଚିବମାନଙ୍କ ଜିଲ୍ଲାଗସ୍ତ ପର୍ୟ୍ୟବେକ୍ଷଣ ସହିତ ସଂପର୍କିତ ପରବର୍ତ୍ତୀ କାର୍ୟ୍ୟାନୁଷ୍ଠାନ ଆଦି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରାଯାଇଥିଲା ।ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାର, ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମାଙ୍କ ସମେତ ଅନ୍ୟ ବିଭିନ୍ନ ବିଭାଗର ପ୍ରମୁଖ ଶାସନ ସଚିବ, କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ ।