‘ସ୍ଥାୟୀ ଜୀବନଶୈଳୀ ଭାରତର ଶକ୍ତି ସୁରକ୍ଷା ସହ ଜଡ଼ିତ’

ଭୁବନେଶ୍ୱର: ଓଡ଼ିଶାର ଯୁବପିଢ଼ି ଜଳବାୟୁ ସହନଶୀଳତା ଓ ସବୁଜ ବିକାଶର ନେତୃତ୍ୱ ନେବାକୁ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ଏତତବ୍ୟତୀତ…

ଖରିଫ ମାର୍କେଟିଂ ଋତୁ ୨୦୨୬-୨୭ ପାଇଁ ଧାନ ସଂଗ୍ରହ ଓ ଚାଷୀ ପଞ୍ଜିକରଣ ନେଇ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟି ବୈଠକ

ଭୁବନେଶ୍ୱର: ଆଗାମୀ ଖରିଫ ଧାନ ସଂଗ୍ରହ ଋତୁ ୨୦୨୬-୨୭ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟାକୁ ସୁଗମ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ଆନ୍ତଃ-ମନ୍ତ୍ରୀସ୍ତରୀୟ କମିଟି (Inter-Ministerial Committee)…

ଜାତୀୟ ଗରିମା ଦିବସ ପୂର୍ବରୁ ଓଡ଼ିଶାରେ ୧୫ ଦିନିଆ ରାଜ୍ୟବ୍ୟାପୀ ‘ଆଇନଗତ ସଫେଇ, ସୁରକ୍ଷିତ ସଫେଇ’ଅଭିଯାନ

ଭୁବନେଶ୍ୱର : ସ୍ୱଚ୍ଛତା କର୍ମଚାରୀଙ୍କ ମର୍ଯ୍ୟାଦା, ସୁରକ୍ଷା, ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ…

ତୃତୀୟଲିଙ୍ଗୀ ସମ୍ପ୍ରଦାୟ ପାଇଁ ଶିକ୍ଷାନୁଷ୍ଠାନଗୁଡ଼ିକରେ ୧% ସଂରକ୍ଷଣ

ଭୁବନେଶ୍ୱର: ତୃତୀୟଲିଙ୍ଗୀ ବ୍ୟକ୍ତିମାନଙ୍କର ଅଧିକାର, ସୁରକ୍ଷା ଓ ଆତ୍ମସମ୍ମାନକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ। ନବଗଠିତ “ଓଡ଼ିଶା ରାଜ୍ୟ ତୃତୀୟଲିଙ୍ଗୀ କଲ୍ୟାଣ ବୋର୍ଡ”ର ପ୍ରଥମ…

ମହିଳା ପରିଚାଳିତ ଉଦ୍ୟୋଗର ସୁଦୃଢ଼ୀକରଣ ପାଇଁ ରାଜ୍ୟସ୍ତରୀୟ ଆଲୋଚନାଚକ୍ର-ସହ-ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ  ପକ୍ଷରୁ ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନ, ଓ.ୟୁ.ଏ.ଟିଠାରେ ଏକ ଦିବସୀୟ ରାଜ୍ୟସ୍ତରୀୟ ଆଲୋଚନାଚକ୍ର-ସହ-ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ…

ୱେ-ସାଇଡ୍‌ ଆମିନିଟିସ୍‌ ସେଣ୍ଟର ପ୍ରତିଷ୍ଠା ନେଇ ଆଲୋଚନା

ଭୁବନେଶ୍ୱର: ରାଜ୍ୟର ସଡ଼କ ନେଟ୍‌ୱାର୍କ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଦୁର୍ଘଟଣାମୁକ୍ତ କରିବା ଦିଗରେ ଅନେକ ଯୋଜନା ପ୍ରସ୍ତୁତ ହେଉଛି। ତେବେ ଜାତୀୟ ରାଜପଥ, ରାଜ୍ୟ…

ଯୁବ ଉଦ୍ୟୋଗୀଙ୍କ ଭିତରେ ନୂତନ ଉତ୍ସାହ ଓ ଅତ୍ମବିଶ୍ୱାସ ସୃଷ୍ଟି କରୁଛି ‘ଷ୍ଟାର୍ଟଅପ୍‌ ଓଡ଼ିଶା’

ଭୁବନେଶ୍ୱର: ଓଡ଼ିଶାର ଷ୍ଟାର୍ଟଅପ୍‌ ଇକୋସିଷ୍ଟମ ପାଇଁ ଏକ ଗୌରବମୟ ମୁହୂର୍ତ୍ତ। ‘ଷ୍ଟାର୍ଟଅପ୍ ଓଡ଼ିଶା’ସହଯୋଗରେ ଆଗକୁ ବଢ଼ୁଥିବା ତିନିଟି ଷ୍ଟାର୍ଟଅପ୍‌ ଶୁକ୍ରବାର ନୂଆଦିଲ୍ଲୀ ରାଷ୍ଟ୍ରପତି ଭବନର କଲଚରାଲ ସେଣ୍ଟରଠାରେ…

ସମସ୍ୟାର ସମାଧାନ ଉପରେ ଗୁରୁତ୍ବ ଦେବାକୁ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ପରାମର୍ଶ

ଭୁବନେଶ୍ୱର:  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ…

କୃତ୍ରିମ ବୁଦ୍ଧିମତା (ଏଆଇ) ଉପରେ ଦକ୍ଷତା ବିକାଶ କର୍ମଶାଳା

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା (ଏଆଇ) ଉପରେ ଦକ୍ଷତା ବିକାଶ” କର୍ମଶାଳା ଉଦ୍‌ଘାଟିତ ହୋଇଯାଇଛି। ଏହି କର୍ମଶାଳାରେ…

କମନ୍ ସର୍ଭିସ ସେଣ୍ଟର ପାଇଁ ୨ ବର୍ଷ ମଧ୍ୟରେ ଇନସେଣ୍ଟିଭ ୧ କୋଟି ଟଙ୍କାରୁ ୬.୫ କୋଟି ଟଙ୍କା ବୃଦ୍ଧି

ଭୁବନେଶ୍ୱର: ଭୁବନେଶ୍ୱରଠାରେ ଆୟୋଜିତ ୧୭ତମ କମନ୍ ସର୍ଭିସ ସେଣ୍ଟର (CSC) ଦିବସ ପାଳନ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ…