୨୦ତମ ଭବ୍ୟ ତୋଷାଳି ସ୍ବଦେଶୀ ମେଳାରେ ହସ୍ତତନ୍ତ ଫ୍ୟାଶନ୍ ଶୋ’ର  ଆୟୋଜନ

ଭୁବନେଶ୍ୱର: ୨୦ତମ ଭବ୍ୟ ତୋଷାଳୀ ସ୍ୱଦେଶୀ ମେଳା ଅବସରରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ଏକ ଆକର୍ଷଣୀୟ ହସ୍ତତନ୍ତ ଫ୍ୟାଶନ୍ ଶୋ ଅନୁଷ୍ଠିତ ହୋଇଥିଲା।…

ଆଦିବାସୀ ମେଳାରେ କ୍ଷୁଦ୍ର ନାଟକ “ବୀରପୁତ୍ର କୃତ୍ତିବାସ”ପରିବେଷିତ

ଭୁବନେଶ୍ବର: ଆଦିବାସୀ ମେଳାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ସାଂସ୍କୃତିକ ପରିଷଦ ପକ୍ଷରୁ ଆୟୋଜିତ ହୋଇଯାଇଛି କ୍ଷୁଦ୍ର ନାଟକ। ଆଦିବାସୀ ମେଳା ମଞ୍ଚରେ…

ଓଡ଼ିଶା ପର୍ବ ୨୦୨୬: କଳା, ସଂସ୍କୃତି ଓ ପର୍ଯ୍ୟଟନର ଭବ୍ୟ ପ୍ରଦର୍ଶନୀ ସମାପ୍ତ

ଗୁଆହାଟୀ/ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ପକ୍ଷରୁ ରାଡିସନ୍ ବ୍ଲୁ ହୋଟେଲଠାରେ ଆୟୋଜିତ ତ୍ରିଦିବସୀୟ ‘ଓଡ଼ିଶା ପର୍ବ ୨୦୨୬’ ସଫଳତାର ସହ ସମାପ୍ତ ହୋଇଛି। ଏହି…

ରାଜ୍ୟର ସହରାଞ୍ଚଳରେ ପାର୍କର ବଦଳିବ ରୂପରେଖ

ଭୁବନେଶ୍ୱର : ରାଜ୍ୟର ସହରାଞ୍ଚଳରେ ଜୀବନଧାରଣର ମାନ ବୃଦ୍ଧି ଏବଂ ସର୍ବସାଧାରଣ ସମ୍ପତ୍ତିର ସୁରକ୍ଷା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି ଗୃହ ନିର୍ମାଣ ଓ ନଗର…

ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗୋପାଳପୁର ମହୋତ୍ସବ ହେଉଛି ଇତିହାସ, ପରମ୍ପରା, ସଂସ୍କୃତି ଓ ପ୍ରକୃତିର ଏକ ସୁନ୍ଦର ସମନ୍ୱୟ। ଏହି ମହୋତ୍ସବ ମାଧ୍ୟମରେ ଆମେ ଓଡ଼ିଶାର ଅନନ୍ୟତା, ଗଞ୍ଜାମର ଗରିମା…

ବେଳାଭୂମି ମହୋତ୍ସବ ଓଡ଼ିଶାର ଶ୍ରେଷ୍ଠ ମହୋତ୍ସବ ମଧ୍ୟରୁ ଅନ୍ୟତମ: ମନ୍ତ୍ରୀ  ପୃଥ୍ଵୀରାଜ ହରିଚନ୍ଦନ

ବ୍ରହ୍ମପୁର / ଗୋପାଳପୁର : ଗୋପାଳପୁର କେବଳ ଏକ ଆକର୍ଷଣୀୟ ବେଳାଭୂମି ଗନ୍ତବ୍ୟସ୍ଥଳ ନୁହେଁ, ଏହା ଏପରି ଏକ ସ୍ଥାନ ଯେଉଁଠାରେ ଇତିହାସ ବର୍ତ୍ତମାନ ସହିତ ମିଶିଛି…

ଓଡ଼ିଶୀ ନୃତ୍ୟ ଦେଖିବା ପାଇଁ ମୁକ୍ତେଶ୍ୱର ପ୍ରାଙ୍ଗଣରେ ବିଦେଶୀ ପର୍ଯ୍ୟଟକଙ୍କ ଭିଡ଼

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ମୁକ୍ତେଶ୍ୱର ନୃତ୍ୟ ମହୋତ୍ସବର…

ଓଡିଶୀ ନୃତ୍ୟର ଆଦୃତି ପାଇଁ ମୁକ୍ତେଶ୍ଵର ନୃତ୍ୟ ଉତ୍ସବର ଭୂମିକା ଗୁରୁତ୍ୱପୂର୍ଣ୍ଣ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶୀ ନୃତ୍ୟର ମହାକୁମ୍ଭ ମୁକ୍ତେଶ୍ଵର ନୃତ୍ୟ ଉତ୍ସବ ୨୦୨୬ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭାରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ, ଭୁବନେଶ୍ୱରସ୍ଥିତ ମୁକ୍ତେଶ୍ଵର ମନ୍ଦିର ପରିସରରେ…

‘ରାଜାରାଣୀ ସଙ୍ଗୀତ ଉତ୍ସବ ଆମ ସଂସ୍କୃତି ଓ ପରମ୍ପରାର ଏକ ନିଚ୍ଛକ ନିଦର୍ଶନ’

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରାଜାରାଣୀ ସଙ୍ଗୀତ ଉତ୍ସବ-୨୦୨୬ ଆୟୋଜିତ ହେଉଛି। ଜାନୁଆରୀ…

ଡିଜାଇନର ଓ କାରିଗରଙ୍କ ସୃଜନଶୀଳତାକୁ ଶିଶିର ମେଳା ଦେଲା ନୂତନ ମଞ୍ଚ

ଭୁବନେଶ୍ୱର : ଓଡ଼ିଶାର ସମୃଦ୍ଧ ହସ୍ତତନ୍ତ ପରମ୍ପରାକୁ ଆଧୁନିକ ଫ୍ୟାଶନ୍‌ ମାଧ୍ୟମରେ  ଉପସ୍ଥାପିତ କରିବା ଉଦ୍ଦେଶ୍ୟକୁ ନେଇ , ଓରମାସ ଓ ସୁଭଦ୍ରା ଶକ୍ତିପକ୍ଷରୁ ‘ଶିଶିର ସରସ-୨୦୨୬’ପରିସରରେ…