ଦୁର୍ଗାପୂଜା ୨୦୨୬ ପୂର୍ବରୁ ପୌରାଞ୍ଚଳର ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ଡ।. କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର: ଆଗାମୀ ଦୁର୍ଗାପୂଜା ସମୟରେ ସହରଗୁଡ଼ିକୁ ସ୍ୱଚ୍ଛ, ସୁରକ୍ଷିତ ଓ ସୁବ୍ୟବସ୍ଥିତ ରଖିବା ସହ ଜନସାଧାରଣ ଯେପରି ସୁସ୍ଥ ଓ ଆନନ୍ଦମୟ ପରିବେଶରେ ପର୍ବ ପାଳନ କରିପାରିବେ…

ମୌଳିକ କାହାଣୀ, ଲୋକକଥା ଓ ଇତିହାସକୁ ଆଧାର କରି ସିନେମା ନିର୍ମାଣ କରନ୍ତୁ ଯୁବପିଢ଼ି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଆ ସିନେମାର ଗୌରବଜ୍ୱଳ ଅତୀତକୁ ପୁନର୍ଜୀବିତ କରିବା ଏବଂ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ନବକଳେବର ପ୍ରାପ୍ତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡ଼ିଓ’ର ଭବ୍ୟ…

ଖଣ୍ଡଗିରି-ଉଦୟଗିରିରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ’: ପର୍ଯ୍ୟଟକ ଅନଲାଇନ୍ ଟିକେଟ୍ ବୁକ୍ କରିପାରିବେ

ଭୁବନେଶ୍ୱର: ଓଡ଼ିଶାର ପ୍ରାଚୀନ ଐତିହ୍ୟ ଓ ଐତିହାସିକ ଗୌରବକୁ ପର୍ଯ୍ୟଟକମାନଙ୍କ ନିକଟରେ  ଉପସ୍ଥାପନ କରିବା ପାଇଁ ଭୁବନେଶ୍ୱରର ଐତିହାସିକ ଖଣ୍ଡଗିରିଠାରେ ଲାଇଟ୍ ଆଣ୍ଡ ସାଉଣ୍ଡ ଶୋ  ଆନୁଷ୍ଠାନିକ…

୨୮ଟି ନବଗଠିତ NAC ପାଇଁ ୫୬୦ କୋଟି ଟଙ୍କାର ସ୍ୱତନ୍ତ୍ର ଉନ୍ନୟନ ପ୍ୟାକେଜ୍

ଭୁବନେଶ୍ବର: ରାଜ୍ୟର ନବଗଠିତ NAC  ଗୁଡ଼ିକର ସାମଗ୍ରିକ ବିକାଶ ଏବଂ ନାଗରିକଙ୍କ ପାଇଁ ଉନ୍ନତ ମୌଳିକ ସୁବିଧା ସୁନିଶ୍ଚିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ବଡ଼…

‘ଟୁରିଜମ୍ ରୋଡ୍ ଶୋ’ରେ ଓଡ଼ିଶାର ବିବିଧ ପର୍ଯ୍ୟଟନ ସମ୍ଭାବନା ପ୍ରଦର୍ଶିତ

ବାରଣାସୀ । ଭୁବନେଶ୍ବର: ବାରଣାସୀଠାରେ ଆୟୋଜିତ ‘ଓଡ଼ିଶା ପରବ ୨୦୨୬’ ଅବସରରେ ଏକ ‘ଓଡ଼ିଆ ପ୍ରବାସୀ ମିଳନ’ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାରଣାସୀରେ ରହୁଥିବା ଓଡ଼ିଆ…

ନୂଆ ପିଢିର କଣ୍ଠଶିଳ୍ପୀଙ୍କ ପାଇଁ ପ୍ରେରଣା ହେଉଛନ୍ତି ଜ୍ୟୋତିର୍ମୟୀ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥିସହିତ…

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ଗୁହାରି ଉଦ୍‌ଯାପିତ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ଓଡ଼ିଶୀ ଗବେଷଣା କେନ୍ଦ୍ର ପକ୍ଷରୁ ଆୟୋଜିତ ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ “ଗୁହାରି” ଉଦ୍‌ଯାପିତ…

ବୁଣାକାରଙ୍କ ଜୀବନ ସଂଘର୍ଷକୁ ନେଇ ନିର୍ମିତ  ‘ମେହେରମୁଣ୍ଡା’ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ

ଭୁବନେଶ୍ୱର: GR Records ପ୍ରସ୍ତୁତ ‘ମେହେରମୁଣ୍ଡା’– ଓଡ଼ିଶାର ବୁଣାକାର ସମୁଦାୟଙ୍କୁ ସମର୍ପିତ ଏକ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ, ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ …

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା: ସ୍ବଛତା ଉପରେ ସର୍ବାଧିକ ଗୁରୁତ୍ୱ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ। ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ…

ଓଡ଼ିଶାରେ ଆୟୋଜିତ ହେବ ଜାତୀୟ କ୍ଷୁଦ୍ର ଚଳଚ୍ଚିତ୍ର ମହୋତ୍ସବ  ‘ସାମର୍ଥ୍ୟ–୨୦୨୬’

ଭୁବନେଶ୍ୱର: ଭିନ୍ନକ୍ଷମ ବ୍ୟକ୍ତିମାନଙ୍କ ପ୍ରେରଣାଦାୟକ ସଫଳତାର କାହାଣୀକୁ ଜାତୀୟ ସ୍ତରରେ ପହଞ୍ଚାଇବା ଉଦ୍ଦେଶ୍ୟରେ ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ (SSEPD) ପକ୍ଷରୁ…