ଗଞ୍ଜାମ ଜିଲ୍ଲା ଦେଶର ଦ୍ୱିତୀୟ ସର୍ବଶ୍ରେଷ୍ଠ ଜିଲ୍ଲା ପଞ୍ଚାୟତ, ମନ୍ଦାର ପଞ୍ଚାୟତ ଦ୍ୱିତୀୟ ସର୍ବଶ୍ରେଷ୍ଠ ସାମାଜିକ ସୁରକ୍ଷିତ ପଞ୍ଚାୟତ, ପୋଟଲାମପୁର ତୃତୀୟ ସର୍ବଶ୍ରେଷ୍ଠ ସୁସ୍ଥ ପଞ୍ଚାୟତ

ଛତ୍ରପୁର: ପୁଣିଥରେ ଦିଲ୍ଲୀରେ ଚମକିଛି ଗଞ୍ଜାମ ଜିଲ୍ଲା। ଜିଲ୍ଲାକୁ ମିଳିଛି ୩ଟି ପ୍ରତିଷ୍ଠିତ ଜାତୀୟ ପୁରସ୍କାର। ଜିଲ୍ଲାର ୨ଟି ପଞ୍ଚାୟତ ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ ବିକାଶ…

ପୁରୀଠାରେ ଜୁନ୍ ୦୩–୦୫ ମଧ୍ୟରେ ଅନୁଷ୍ଠିତ ହେଉଛି ବ୍ରିକ୍ସ୍ ୨୦୨୬ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟ ଗୋଷ୍ଠୀର ଦ୍ୱିତୀୟ ବୈଷୟିକ ବୈଠକ

ନୂଆଦିଲ୍ଲୀ/ପୁରୀ: ଭାରତର ବ୍ରିକ୍ସ୍ ୨୦୨୬ ଅଧ୍ୟକ୍ଷତା ଅଧୀନରେ ଭାରତ ସରକାରଙ୍କ ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଏନ୍‌ଡିଏମ୍‌ଏ) ପକ୍ଷରୁ ଜୁନ୍ ୩ ରୁ ୫ ତାରିଖ ପର୍ଯ୍ୟନ୍ତ…

ଏଡିବି ସହାୟତାରେ ଆଞ୍ଚଳିକ ଗତିଶୀଳତା ଯୋଜନା ଏବଂ ବସ୍ ସେବା ରୂପାନ୍ତରଣ ପଦକ୍ଷେପର ଅଗ୍ରଗତି ସମୀକ୍ଷା କଲା ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ

ଭୁବନେଶ୍ୱର: ଏକ ସ୍ଥାୟୀ, ସମନ୍ୱିତ ଏବଂ ଭବିଷ୍ୟତ-ଉପଯୋଗୀ ଗତିଶୀଳତା ବ୍ୟବସ୍ଥା ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗର ଉନ୍ନୟନ…

ପୁରୀରେ ହେବାକୁ ଥିବା BRICS ରାଷ୍ଟ୍ରସମୂହର ଦ୍ଵିତୀୟ ବୈଷୟିକ ବୈଠକର ଆୟୋଜନ ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ସମୀକ୍ଷା

ଭୁବନେଶ୍ୱର: ଭାରତର BRICS ଅଧ୍ୟକ୍ଷତା ଅଧୀନରେ ଆୟୋଜିତ ହେବାକୁ ଥିବା “Disaster Risk Reduction Working Group” (DRRWG)ର ବୈଷୟିକ ବୈଠକ ଆସନ୍ତା ୩ ରୁ ୫…

ଚାଷୀଙ୍କ ସ୍ୱାର୍ଥର ସୁରକ୍ଷା ପାଇଁ ସମସ୍ତ ବିଭାଗ ସମ୍ପୂର୍ଣ୍ଣ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର/ବଲାଙ୍ଗୀର: ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ଚଳିତ ବର୍ଷ ରାଜ୍ୟରେ ସ୍ଵାଭାବିକଠାରୁ କମ୍ ଦକ୍ଷିଣ-ପଶ୍ଚିମ ମୌସୁମୀ ବର୍ଷା ଏବଂ ଏଲ୍ ନିନୋ (El Niño) ର…

ପର୍ଯ୍ୟଟନ ବିକାଶ ପ୍ରକଳ୍ପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ମଙ୍ଗଳବାର ଦିନ ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନର ସମ୍ମିଳନୀ କକ୍ଷରେ ଏକ ସମୀକ୍ଷା ବୈଠକର ଅଧ୍ୟକ୍ଷତା କରିଛନ୍ତି। ଏହି…

ପୁରୀରେ ଦ୍ଵିତୀୟ ବୈଷୟିକ BRICS ସମ୍ମିଳନୀ: ବିପର୍ଯ୍ୟୟ ପରିଚାଳନାରେ ଅନ୍ତର୍ଜାତୀୟ ସହଯୋଗ ସମ୍ପର୍କରେ ହେବ ଆଲୋଚନା

ଭୁବନେଶ୍ୱର: ଭାରତର BRICS ଅଧ୍ୟକ୍ଷତା ଅଧୀନରେ ଆୟୋଜିତ ହେବାକୁ ଥିବା “Disaster Risk Reduction Working Group” (DRRWG)ର ବୈଷୟିକ ସମ୍ମିଳନୀ ଆସନ୍ତା ୩ ରୁ ୫…

‘ମଡେଲ ଭିଲେଜ ମିଶନ’ ଓ ‘ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା’ର ରାଜ୍ୟବ୍ୟାପୀ କାର୍ଯ୍ୟାନ୍ୱୟନ ଆରମ୍ଭ

ଭୁବନେଶ୍ୱର: ବିକଶିତ ଓଡ଼ିଶା ଭିଜନ ୨୦୩୬-୪୭ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଭିଡିଓ…

ଆନ୍ତର୍ଜାତୀୟ ଜୈବବିବିଧତା ଦିବସ: ସ୍ଥାନୀୟ ପଦକ୍ଷେପରୁ ବିଶ୍ୱସ୍ତରୀୟ ପ୍ରଭାବ

ଭୁବନେଶ୍ୱର: ଓଡ଼ିଶା ଜୈବବିବିଧତା ବୋର୍ଡ ପକ୍ଷରୁ ଭୁବନେଶ୍ୱରସ୍ଥିତ ଲୋକ ସେବା ଭବନର ଷ୍ଟେଟ୍ କନଭେନସନ୍ ସେଣ୍ଟରରେ ରାଜ୍ୟସ୍ତରୀୟ “ଆନ୍ତର୍ଜାତୀୟ ଜୈବବିବିଧତା ଦିବସ”ଉତ୍ସାହ ଓ ଆଡମ୍ବର ସହ ପାଳନ…

ପୂର୍ବ ଭାରତ ଦେଶର କୃଷି ବିକାଶ ଲାଗି ଅଭିବୃଦ୍ଧି ଇଞ୍ଜିନ ହୋଇପାରିବ: ଶିବରାଜ ସିଂହ ଚୌହାନ

ଭୁବନେଶ୍ୱର: କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶିବରାଜ ସିଂହ ଚୌହାନ ଭୁବନେଶ୍ୱରଠାରେ ପୂର୍ବାଞ୍ଚଳ କୃଷି ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି…