୪୬ତମ ଏଚ୍.ଏଲ୍.ସି.ଏ. ରେ କେବଳ ଡିଜିଟାଲ୍ କ୍ଷେତ୍ରର ଚାରୋଟି ପ୍ରକଳ୍ପରେ ପ୍ରାୟ ₹୧,୪୨,୯୪୧ କୋଟିର ପୁଞ୍ଜିନିବେଶ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ HLCAର ୪୬ତମ ବୈଠକରେ ୧୫ଟି ଜିଲ୍ଲାରେ ସମୁଦାୟ ₹୨,୪୭,୧୧୫.୭୦ କୋଟି ପୁଞ୍ଜିନିବେଶ ସମ୍ବନ୍ଧୀୟ ୨୭ଟି…

ଓଡ଼ିଶା ପାଇଁ ସ୍ଥାୟୀ ସହରୀ ଯାତାୟାତ ପରିବର୍ତ୍ତନ ଯୋଜନା ପ୍ରସ୍ତୁତି ଉପରେ କର୍ମଶାଳା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏସିଆନ୍‌ ଡେଭେଲପମେଣ୍ଟ ବ୍ୟାଙ୍କ ସହଯୋଗରେ “ଓଡ଼ିଶା ପାଇଁ ସ୍ଥାୟୀ ସହରୀ ଯାତାୟାତ ପରିବର୍ତ୍ତନ ଯୋଜନା…

ଆୟୁଷ ଚିକିତ୍ସାର ଲୋକପ୍ରିୟତା ବଢିଛି: ସ୍ଵାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ ଆୟୁର୍ବେଦ ସ୍ୱାସ୍ଥ୍ୟସେବାର ଭିତ୍ତିଭୂମି ଓ ଗୁଣବତ୍ତା ବୃଦ୍ଧି ପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଆର୍ଥିକ ବର୍ଷ ୨୦୨୪-୨୫ ଓ ୨୦୨୫-୨୬ରେ ୪୦୦ କୋଟିରୁ ଊର୍ଦ୍ଧ୍ୱ…

୯ମ ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ-୨୦୨୬ରେ ଓଡ଼ିଶାର ସମନ୍ୱିତ ଜଳ ସମ୍ପଦ ପରିଚାଳନା ମଡେଲ୍‌ ପ୍ରଦର୍ଶିତ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀରେ ଆୟୋଜିତ ୯ମ ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ (ଆଇଆଇଡବ୍ଲ୍ୟୁଡବ୍ଲ୍ୟୁ)-୨୦୨୬ରେ ଓଡ଼ିଶା ନିଜର ସମନ୍ୱିତ ଜଳ ସମ୍ପଦ ପରିଚାଳନା ମଡେଲ୍‌ ପ୍ରଦର୍ଶନ କରିଛି। ସେପ୍ଟେମ୍ବର ୨୨ରୁ…

ସ୍ଵତନ୍ତ୍ର ରିଲିଫ କମିଶନର,  ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗର ପରାମର୍ଶ ଏବଂ ନିର୍ଦ୍ଦେଶାବଳୀର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା କିଛି ଦିନରେ ସମ୍ଭାବ୍ୟ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ବନ୍ୟା, ଜଳବନ୍ଦୀ ଓ ବର୍ଷାଜନିତ ଅନ୍ୟାନ୍ୟ ସମସ୍ୟାର…

ଶିକ୍ଷକମାନଙ୍କ ସମସ୍ୟା: ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଲେ ଅଶୋକ ତ୍ରିପାଠୀ କମିଟି

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ…

ସହିଦ ଲକ୍ଷଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୪ଟି ଡିଏନବି ସିଟ୍‌କୁ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶାରେ ଗୁଣାତ୍ମକ ଚିକିତ୍ସା ଶିକ୍ଷା ଓ ବିଶେଷଜ୍ଞ ଡାକ୍ତର ସୃଷ୍ଟି କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା ହାସଲ ହୋଇଛି। ନେସନାଲ ବୋର୍ଡ଼ ଅଫ ଏଗଜାମିନେସନ…

ଶ୍ରୀମନ୍ଦିର ସୁଆର ନିଯୋଗ କର୍ମକର୍ତ୍ତାଙ୍କ ସହ ମନ୍ତ୍ରୀ ପୃଥ୍ୱୀରାଜଙ୍କ ଆଲୋଚନା

ଭୁବନେଶ୍ୱର: ଶ୍ରୀମନ୍ଦିରର ମହାପ୍ରସାଦ ପ୍ରସ୍ତୁତି ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ,…

ସମ୍ଭାବ୍ୟ ବର୍ଷା ପରିସ୍ଥିତି ନିମନ୍ତେ ୨୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜୀବ ଭବନସ୍ଥିତ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସମ୍ମିଳନୀ କକ୍ଷରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ…

‘ଗ୍ରାମାଞ୍ଚଳରେ ଜୀବିକା ସୃଷ୍ଟି ସହିତ ସବୁଜ ଓ ଚକ୍ରୀୟ ଅର୍ଥନୀତି ଗଠନରେ ବାଉଁଶ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିପାରିବ’

ଭୁବନେଶ୍ୱର: ଓଡ଼ିଶା ବାଉଁଶ ଉନ୍ନୟନ ସଂସ୍ଥା (ଓବିଡିଏ) ପକ୍ଷରୁ ଭୁବନେଶ୍ୱରର କଳିଙ୍ଗ ନଗରସ୍ଥିତ ଆନନ୍ଦବନଠାରେ ବିଶ୍ୱ ବାଉଁଶ ଦିବସ–୨୦୨୬ ପାଳନ କରାଯାଇଛି। ଜଙ୍ଗଲ, ପରିବେଶ ଓ ଜଳବାୟୁ…