ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା ସଫଳତାର ସହ ଆୟୋଜନ କରିବା ନିମନ୍ତେ ଆମେ ପ୍ରସ୍ତୁତ : କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ସ କଣ୍ଟିନେଣ୍ଟାଲ ଟୁର୍ ବ୍ରୋଞ୍ଜ ପ୍ରତିଯୋଗିତା। ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି…

ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ। ଏଣୁ ଓଡ଼ିଶା…

ପୋଶ୍‌ ଆଇନ, ୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ

ଭୁବନେଶ୍ୱର: କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ୍‌-୨୦୧୩ ସମ୍ବନ୍ଧୀୟ ଏକ କର୍ମଶାଳା ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।…

ଜଗତସିଂହପୁର ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମର ସମୀକ୍ଷା

ଭୁବନେଶ୍ବର : ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ  ଜଗତସିଂହପୁର ଜିଲ୍ଲାର ବିଭିନ୍ନ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀଙ୍କ ୩ ଦିନିଆ ତାଲିମ ଉଦଯାପିତ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ…

ଉନ୍ମୋଚିତ ହେଲା “ସେତୁ ମରାମତି ନୀତି”

ଭୁବନେଶ୍ୱର: ଓଡ଼ିଶାର ପ୍ରଗତିକୁ ଦ୍ରୁତତର କରିବା ଲାଗି ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧI ୨୦୩୬ ସୁଦ୍ଧା ବିକଶିତ ଓଡିଶା ଗଠନ ନେଇ ସରକାର ଲକ୍ଷ୍ୟରଖିଥିବା  ବେଳେ ଭିତ୍ତିଭୂମିକୁ ସୁଦୃଢ…

ପୋଶ ଆଇନ ୨୦୧୩ ସମ୍ବନ୍ଧରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ…

ଲୋକାର୍ପଣ ହେଲା ଅଙ୍ଗନବାଡି ଭିତ୍ତିଭୂମି ବିକାଶ ପାଇଁ ଇନଫ୍ରା ଆପ୍– “ୱସମ”

ଭୁବନେଶ୍ୱର: ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି। ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ।…

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ…

ପୋଶ ଆଇନ ପ୍ରଶିକ୍ଷଣରେ ଭାଗନେଲେ ରାଜ୍ୟ ସରକାରଙ୍କ ବିଭାଗୀୟ ଓ କ୍ଷେତ୍ର ଅଧିକାରୀବୃନ୍ଦ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠିର ସହଭାଗିତାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ…