ରାଷ୍ଟ୍ରୀୟ ମାନବ ଅଧିକାର ଆୟୋଗର ଓଡିଶା ଶିବିର ବୈଠକ/ ଖୋଲା ଶୁଣାଣି ସମାପ୍ତ

ଭୁବନେଶ୍ୱର: ରାଷ୍ଟ୍ରୀୟ ମାନବ ଅଧିକାର ଆୟୋଗ ପୂର୍ଣ୍ଣ କମିଶନ ଏବଂ ଡିଭିଜନ ବେଞ୍ଚରେ ୧୪୪ଟି ମାମଲାର ଶୁଣାଣି କରି ଏହାର ଦୁଇ ଦିନିଆ ଭୁବନେଶ୍ୱର ଶିବିର ବୈଠକ…

ଉପବିଭାଗୀୟ ଅଧିକାରୀମାନେ ନିଷ୍ଠାର ସହ ସରକାରୀ କାର୍ଯ୍ୟ ତୁଲାଇବା ଉଚିତ: ବାଚସ୍ପତି

ଭୁବନେଶ୍ଵର: ସରକାରୀ କର୍ମଚାରୀଙ୍କ କର୍ତ୍ତବ୍ୟନିଷ୍ଠା ତଥା ଜନସହଯୋଗ ଦ୍ୱାରା ରାଜ୍ୟ ଓ ଦେଶର ପ୍ରତ୍ୟେକ କାର୍ଯ୍ୟକ୍ରମ ତ୍ୱରାନ୍ୱିତ ହୋଇପାରିବ ଓ ତା’ର ସୁବିଧା ଜନସାଧାରଣ ପାଇପାରିବେ। ଅଧିକାରୀମାନଙ୍କ…

ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟ ସମ୍ପୂର୍ଣ୍ଣ ନିଷେଧ

ଭୁବନେଶ୍ୱର: ରାଜ୍ୟରେ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ ବିକ୍ରୟକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। କୌଣସି ପେଟ୍ରୋଲ ପମ୍ପରୁ ପ୍ଲାଷ୍ଟିକ ବୋତଲରେ ପେଟ୍ରୋଲ କ୍ରୟକୁ ପ୍ରୋତ୍ସାହିତ ନ କରିବାକୁ ବିଭିନ୍ନ…

ଜାତୀୟ ମାନବାଧିକାର ଆୟୋଗଙ୍କ ଓଡ଼ିଶା ବରିଷ୍ଠ ଅଧିକାରୀମାନଙ୍କ ସହିତ  ଆଲୋଚନା

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଜାତୀୟ ମାନବାଧିକାର ଆୟୋଗ ଭୁବନେଶ୍ୱରସ୍ଥିତ ରାଜ୍ୟ ଅତିଥି ଭବନ ଠାରେ ଓଡି଼ଶା ସଂପର୍କିତ ମାନବାଧିକାର ଉଲ୍ଲଂଘନ ଅଭିଯୋଗ ପ୍ରସଙ୍ଗରେ…

ହୀରାକୁଦ ସେଚାଞ୍ଚଳ ଉନ୍ନୟନ ଯୋଜନା

ଭୁବନେଶ୍ୱର: ହୀରାକୁଦ ସେଚାଞ୍ଚଳ ଉନ୍ନୟନ ଯୋଜନାରେ ଏହାର ସେଚାଞ୍ଚଳକୁ ସୁଷମ ଜଳ ବଣ୍ଟନ ପାଇଁ  ସରକାର ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି। ଦୀର୍ଘଦିନ  ଧରି ଅବହେଳିତ ହୋଇ…

ୟୁ. ଏଲ୍. ବି. ଗୁଡ଼ିକରେ ବିଚାରାଧୀନ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ସ୍ୱତନ୍ତ୍ର ଅଭିଯାନ

ଭୁବନେଶ୍ବର : ନାଗରିକ-କୈନ୍ଦ୍ରିକ ସହରାଞ୍ଚଳ ଶାସନକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ରାଜ୍ୟର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା…

ଦେଶର ‘ରାଷ୍ଟ୍ରୀୟ ପ୍ରତୀକ’ ଅଶୋକ ସ୍ତମ୍ଭ ସହ ଦେବନାଗରୀ ଲିପିରେ ‘ସତ୍ୟମେବ ଜୟତେ’ ମୂଳମନ୍ତ୍ର ଉଲ୍ଲେଖ ବାଧ୍ୟତାମୂଳକ  

ଭୁବନେଶ୍ବର: ଭାରତର ରାଷ୍ଟ୍ରୀୟ ପ୍ରତୀକ ହେଉଛି ଭାରତ ସରକାରଙ୍କ ସରକାରୀ ମୋହର। ଅଶୋକଙ୍କ ପ୍ରବର୍ତ୍ତିତ ସାରନାଥ ରାଜଧାନୀର ସିଂହ ଚିହ୍ନରୁ ଆମର ରାଷ୍ଟ୍ରୀୟ ପ୍ରତୀକ ଆନୀତ। ଏହି…

ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ପାଞ୍ଚ ଦିନିଆ ପ୍ରଶିକ୍ଷଣ ଉଦଯାପିତ

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ବେସରକାରୀ ଅନୁଦାନପ୍ରାପ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସ୍ନାତକୋତ୍ତର ବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ପାଇଁ ଆରମ୍ଭ ହୋଇଥିବା…

ସୁଶାସନରେ ଓଡ଼ିଶାର ଅଭିନବତ୍ୱ ସମ୍ପର୍କରେ ଆଲୋଚନା

ଭୁବନେଶ୍ୱର: ଭାରତ ସରକାରଙ୍କ ପ୍ରଶାସନିକ ସଂସ୍କାର ଓ ଜନ ଅଭିଯୋଗ ବିଭାଗ ଏବଂ ଓଡ଼ିଶା ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ମିଳିତ…

ଶକ୍ତି ପରିବର୍ତ୍ତନରେ ଓଡ଼ିଶା ନେତୃତ୍ୱ ନେଉଛି

ଭୁବନେଶ୍ୱର: ଭୁବନେଶ୍ୱରର ମେଫେୟାରରେ ଓଡ଼ିଶା ଶକ୍ତି ପରିବର୍ତ୍ତନ ନୀତି ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସରକାରଙ୍କ ବିଭିନ୍ନ ବିଭାଗ, ଶିଳ୍ପ ଏବଂ ଅନ୍ତର୍ଜାତୀୟ ଆର୍ଥିକ…