ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକର ପ୍ରଭାବୀ ପରିଚାଳନା ପାଇଁ ପ୍ରତି ଜିଲ୍ଲାରେ ପ୍ରକଳ୍ପ ପରିଚାଳନା ୟୁନିଟ୍ ସ୍ଥାପନ ପ୍ରସ୍ତାବ

ଭୁବନେଶ୍ୱର : ଓଡ଼ିଶାରେ ମେଗା ପାଇପ ଜଳ ଯୋଗାଣ (ପିଡବ୍ୟୁଏସ୍) ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା, ସେସବୁର ପରିଚାଳନା ଓ ରକ୍ଷଣାବେକ୍ଷଣ ପରିପ୍ରେକ୍ଷୀରେ  ସଂପୃକ୍ତ ବିଭିନ୍ନ ବିଭାଗର ସମନ୍ୱୟକୁ ଅଧିକ…

ଆକାଶମାର୍ଗରୁ ବାଲେଶ୍ୱରର ବନ୍ୟାସ୍ଥିତି ଅନୁଧ୍ୟାନ କଲେ ଉପମୁଖ୍ୟମନ୍ତ୍ରୀ

ବାଲେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବାଲେଶ୍ୱରର ବିଭିନ୍ନ ବନ୍ୟାଜଳ ପ୍ରଭାବିତ ଅଞ୍ଚଳକୁ ଗସ୍ତ କରି ଲୋକ ପ୍ରତିନିଧିଙ୍କ ସହ ସମନ୍ୱୟ ରଖି କାର୍ଯ୍ୟ କରିବାକୁ ଅଧିକାରୀମାନଙ୍କୁ…

ଦେଶରେ ପ୍ରତିଦିନ ପ୍ରାୟ ୯.୩୮ କୋଟି ପ୍ରମାଣୀକରଣ ଆଧାର ମାଧ୍ୟମରେ ହେଉଛି

ଭୁବନେଶ୍ୱର: ବିଗତ ଏକଦଶନ୍ଧି ମଧ୍ୟରେ ଆଧାର ଭାରତୀୟମାନଙ୍କ ଜୀବନକୁ ସହଜ କରିବାରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଛି । ଉଦାହରଣ ସ୍ୱରୂପ ଆଧାର ପ୍ଲାଟଫର୍ମ ବ୍ୟବହାର…

ନବ ନିଯୁକ୍ତ ପୌର ଅକାଉଣ୍ଟାଣ୍ଟମାନଙ୍କ ପାଇଁ  ଇଣ୍ଡକ୍ସନ୍ ଟ୍ରେନିଂ

 ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଗୃହନିର୍ମାଣ  ଓ ନଗର ଉନ୍ନୟନ ବିଭାଗ, ତରଫରୁ   ଅର୍ବାନ ଲୋକାଲ୍ ବଡି ମାନଙ୍କରେ ନବ ନିଯୁକ୍ତ ଅକାଉଣ୍ଟାଣ୍ଟମାନଙ୍କ ପାଇଁ  ଏକ ୪୦ ଦିନିଆ…

ଜନକୈନ୍ଦ୍ରିକଶାସନ ପରିଚାଳନା  ପାଇଁ  ବୈଷୟିକ ଜ୍ଞାନକୌଶଳର ବ୍ୟାପକ ବ୍ୟବହାର ଉପରେ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜନକୈନ୍ଦ୍ରିକ ଶାସନ ପରିଚାଳନା ପାଇଁ  ବୈଷୟିକ…

ବନ୍ୟଜନ୍ତୁଙ୍କ ଦ୍ଵାରା ମଣିଷ ମୃତ୍ୟୁବରଣ କଲେ ଏଣିକି ୧୦ ଲକ୍ଷ ଟଙ୍କା କ୍ଷତିପୂରଣ

ଭୁବନେଶ୍ଵର: ବନ୍ୟପ୍ରାଣୀ (ସୁରକ୍ଷା) (ଓଡିଶା) ନିୟମ, ୧୯୭୪ ର ନିୟମ ୪୫-କକ ଦ୍ୱାରା ପ୍ରଦତ୍ତ କ୍ଷମତା ପ୍ରୟୋଗ କରି,ରାଜ୍ୟ ସରକାରଙ୍କ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ…

ଉପନିର୍ବାଚନରେ ନିର୍ବାଚନ ଆୟୋଗ ଅନେକ ପ୍ରଥମ ସଫଳତା ହାସଲ କରିଛି

ଭୁବନେଶ୍ବର:  ଭାରତ ନିର୍ବାଚନ ଆୟୋଗ ଦ୍ୱାରା ପାଞ୍ଚଟି ବିଧାନସଭା ନିର୍ବାଚନ ମଣ୍ଡଳୀର ଉପ-ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଏଥିରେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ସହ ନିର୍ବାଚନ…

ସୁଧୁରୁଛି ପରିସ୍ଥିତି : ସଂକ୍ରମିତ ରୋଗୀ ସଂଖ୍ୟା ହ୍ରାସ, ସଜାଗ ସରକାର

ଭୁବନେଶ୍ବର: ରାଜ୍ୟରେ ଡାଇରିଆ ସଂକ୍ରମଣର ତ୍ଵରିତ ମୁକାବିଲା ପାଇଁ ସରକାରଙ୍କ ତରଫରୁ ଜୋରଦାର ପ୍ରୟାସ ଜାରି ରହିଛିl ସରକାର ତୃଣମୂଳ ସ୍ତରରୁ ମେଡ଼ିକାଲ କଲେଜ ପର୍ଯ୍ୟନ୍ତ  ସମ୍ପୂର୍ଣ୍ଣ…

ଜୀବନର ଲକ୍ଷ୍ୟ ସ୍ଥଳରେ ପହଞ୍ଚିବା ପାଇଁ ଶିକ୍ଷା ହିଁ ବଳିଷ୍ଠ ମାଧ୍ୟମ- ରାଜ୍ୟପାଳ

ଭୁବନେଶ୍ୱର: ପ୍ରତ୍ୟେକ ଛାତ୍ରଛାତ୍ରୀ ଜୀବନରେ ଲକ୍ଷ୍ୟ ରଖିବା ଉଚିତ ଏବଂ ଶିକ୍ଷା ହିଁ ଲକ୍ଷ୍ୟ ସ୍ଥଳରେ ପହଂଚିବା ପାଇଁ ବଳିଷ୍ଠ ମାଧ୍ୟମ ବୋଲି ରାଜ୍ୟପାଳ ଡ଼. ହରି…

୩୦ଟି ଜିଲ୍ଲାରେ  ବାର୍ଷିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଅନୁଷ୍ଠିତ

ଭୁବନେଶ୍ୱର: ପ୍ରତିବର୍ଷ ପରି ଜୁନ୍‌ ୧୮ ଓ ୧୯ ତାରିଖରେ ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରେ ବାର୍ଷିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜିତ ହୋଇଯାଇଛି। ଏହି ଅଭ୍ୟାସର…