ଜୟପୁରଠାରେ ଆୟୋଜିତ ଜିଆଇଟିବିରେ ଓଡ଼ିଶା ପର୍ଯ୍ୟଟନର ବିଶ୍ୱସ୍ତରୀୟ ପ୍ରସାର ବୃଦ୍ଧି

ଭୁବନେଶ୍ୱର: ଜୟପୁରଠାରେ ଆୟୋଜିତ ‘ଗ୍ରେଟ୍ ଇଣ୍ଡିଆନ୍ ଟ୍ରାଭେଲ୍ ବାଜାର’ (GITB) ରେ ଓଡ଼ିଶା ପର୍ଯ୍ୟଟନ ଦୁଇଟି ସମ୍ମାନଜନକ ପୁରସ୍କାର ହାସଲ କରିଛି। ପର୍ଯ୍ୟଟନ ଭିତ୍ତିଭୂମିର ସୁଦୃଢ଼ୀକରଣ, ନୀତିଗତ…

ପରିବେଶ ସୁରକ୍ଷା ପାଇଁ ଓ୍ୱେଷ୍ଟ ଟୁ ଓ୍ୱେଲଥ ସ୍କିଲ୍ ପାର୍କ

ଭୁବନେଶ୍ୱର: ନିଯୁକ୍ତି ଶିକ୍ଷା ଗ୍ରହଣର ଶେଷ ନୁହେଁ ବରଂ ଏକ ନୂତନ ଅଧ୍ୟାୟର ଆରମ୍ଭ। ଭୁବନେଶ୍ୱର ସରକାରୀ ପଲିଟେକନିକରେ ଆୟୋଜିତ କ୍ୟାମ୍ପସ ଟୁ କ୍ୟାରିଅର କାର୍ଯ୍ୟକ୍ରମ ଅବସରରେ…

ଦୟା ନଦୀକୂଳରେ କଳିଙ୍ଗର ବୀର ସୈନମାନଙ୍କ ସ୍ମୃତି ଉଦ୍ଦେଶ୍ୟରେ ତର୍ପଣ ଶିଳାସ୍ତମ୍ଭ ସ୍ଥାପନ ପ୍ରସ୍ତାବ

ଭୁବନେଶ୍ୱର: କଳିଙ୍ଗ ଯୁଦ୍ଧ ପୃଥିବୀ ଇତିହାସରେ ଏକ ଯୁଗାନ୍ତକାରୀ ଘଟଣା। କଳିଙ୍ଗର ବୀର ସୈନିକମାନେ, ଯେଉଁମାନେ ଚଣ୍ଡାଶୋକଙ୍କୁ ଧର୍ମାଶୋକରେ ରୂପାନ୍ତରିତ କରି ଇତିହାସରେ ବୀରତ୍ବ ଓ ପରିବର୍ତ୍ତନର…

ଓଡ଼ିଶାରେ ଜଳଭିତ୍ତିକ ସାହସିକ ପର୍ଯ୍ୟଟନର ସୁରକ୍ଷା ବ୍ୟବସ୍ଥା ସୁଦୃଢ଼ କରିବାର ପ୍ରୟାସ; କୋଣାର୍କସ୍ଥିତ ‘ଓସୱାଲି’ (OSWALI) ଠାରେ ଲାଇଫଗାର୍ଡ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ

ଭୁବନେଶ୍ୱର : ଓଡ଼ିଶାକୁ ଏକ ନିରାପଦ ଏବଂ ପ୍ରମୁଖ ସାହସିକ ପର୍ଯ୍ୟଟନ ଗନ୍ତବ୍ୟ ସ୍ଥଳ ଭାବରେ ଗଢ଼ିତୋଳିବା ପାଇଁ ଚଳିତ ବର୍ଷ ପ୍ରାରମ୍ଭରେ ପର୍ଯ୍ୟଟନ ବିଭାଗ, ଓଡ଼ିଶା…

ଲିଙ୍ଗରାଜ ମନ୍ଦିର ଓ ରୋଷଘର ମରାମତି ସହ ହେବ ଆଲୋକୀକରଣ    

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍‌ ଡ.…

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଆ ଜାତିର ଏକତା, ସ୍ୱାଭିମାନ ଓ ସମଗ୍ରିକ ଉନ୍ନତି ପାଇଁ ଅସାଧାରଣ ଅବଦାନ ରଖିଥିବା ମହାନ ଦୂରଦର୍ଶୀ ଶାସକ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ…

୨୧୯ ନୂତନ ପ୍ରାଣୀ ଚିକିତ୍ସାଳୟ ଓ ଲ୍ୟାବ ପାଇଁ ୧୭୭ କୋଟିର MoU ସ୍ୱାକ୍ଷରିତ

ଭୁବନେଶ୍ୱର: ବିଶ୍ୱ ପ୍ରାଣୀ ଚିକିତ୍ସା ଦିବସ ଅବସରରେ ରାଜ୍ୟ କନଭେନସନ ସେଣ୍ଟର ଠାରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରାଣିସମ୍ପଦ, ପ୍ରାଣିସ୍ୱାସ୍ଥ୍ୟ…

ଓରମାସ ପକ୍ଷରୁ ଆମ୍ବ ଚାଷୀ ଓ ହିତାଧିକାରୀଙ୍କ ପାଇଁ ଦକ୍ଷତା ବିକାଶ ଶିବିର ଆୟୋଜିତ

ଭୁବନେଶ୍ଵର: ଓଡ଼ିଶା ଗ୍ରାମୀଣ ବିକାଶ ଏବଂ ମାର୍କେଟିଂ ସୋସାଇଟି (ଓରମାସ) ପକ୍ଷରୁ ଭୁବନେଶ୍ୱରସ୍ଥିତ ଏସଆଇଆରଡି (SIRD) କ୍ୟାମ୍ପସର ମନରେଗା ସମ୍ମିଳନୀ କକ୍ଷରେ ଆମ୍ବ ଚାଷ ସମ୍ପର୍କିତ ଏକ…

ବଲାଙ୍ଗୀରରେ ରାଜ୍ୟସ୍ତରୀୟ ‘ଜାତୀୟ ପଞ୍ଚାୟତିରାଜ ଦିବସ’ କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଞ୍ଚାୟତିରାଜ ଅନୁଷ୍ଠାନ ଗୁଡ଼ିକ ଆଜି କେବଳ ଯୋଜନା କାର୍ଯ୍ୟକାରୀ କରିବା ଭିତରେ ନିଜକୁ ସୀମିତ ରଖିନାହାନ୍ତି, ବରଂ ସାମାଜିକ, ଅର୍ଥନୈତିକ, ମୌଳିକ ସେବା ଭିତ୍ତିଭୂମି, ମାନବ…

ମହାପ୍ରଭୁ ଶ୍ରୀ ଜଗନ୍ନାଥ, ମହାପ୍ରଭୁ ଲିଙ୍ଗରାଜଙ୍କ ଜମିଜମା ସମସ୍ୟାର ଶୁଣାଣି ଉପରେ ପ୍ରାଥମିକତା

କଟକ: ରାଜସ୍ଵ ପର୍ଷଦର ସଦସ୍ୟ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ୪୧ ଗୋଟି ରିଭିଜନାଲ୍ କୋର୍ଟର କାର୍ଯ୍ୟ ସମ୍ପାଦନ ପ୍ରକ୍ରିୟାକୁ ତ୍ୱରାନିତ୍ଵ କରିବା ନିମନ୍ତେ ଏକ ସମୀକ୍ଷା ବୈଠକ…