ମେଗା ପାଇପ ଜଳ ଯୋଗାଣ ପ୍ରକଳ୍ପଗୁଡ଼ିକର ପ୍ରଭାବୀ ପରିଚାଳନା ପାଇଁ ପ୍ରତି ଜିଲ୍ଲାରେ ପ୍ରକଳ୍ପ ପରିଚାଳନା ୟୁନିଟ୍ ସ୍ଥାପନ ପ୍ରସ୍ତାବ
ଭୁବନେଶ୍ୱର : ଓଡ଼ିଶାରେ ମେଗା ପାଇପ ଜଳ ଯୋଗାଣ (ପିଡବ୍ୟୁଏସ୍) ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା, ସେସବୁର ପରିଚାଳନା ଓ ରକ୍ଷଣାବେକ୍ଷଣ ପରିପ୍ରେକ୍ଷୀରେ ସଂପୃକ୍ତ ବିଭିନ୍ନ ବିଭାଗର ସମନ୍ୱୟକୁ ଅଧିକ…
