ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ଵର: ଲୋକସେବା ଭବନ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ…

ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା

ଭୁବନେଶ୍ଵର: ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ ମିଳିତ ସ୍ୱାସ୍ଥ୍ୟ ନିର୍ଦ୍ଦେଶାଳୟ ସମ୍ମିଳନୀ କକ୍ଷରେ ବାଙ୍ଗାଲୋରର ବେସିକ ନିଡସ ଇଣ୍ଡିଆ ଏବଂ ସ୍ୱାସ୍ଥ୍ୟ…

ମ୍ୟାଲେରିଆ ଏବଂ ଡେଙ୍ଗୁ ସ୍ଥିତି ସମୀକ୍ଷା

ଭୁବନେଶ୍ଵର: ଲୋକସେବା ଭବନରୁ ଆଭାସୀ ମାଧ୍ୟମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ମନ୍ତ୍ରୀ ଡ଼. ମୁକେଶ ମହାଲିଙ୍ଗ…

ସ୍ତନ୍ୟପାନ ସମର୍ଥନରେ ଓଡ଼ିଶା ଦେଶର ଅଗ୍ରଣୀ ରାଜ୍ୟ

ଭୁବନେଶ୍ଵର: ସ୍ଥାନୀୟ ଗୀତ ଗୋବିନ୍ଦ ସଦନରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୫ ର ଶେଷ ଦିନରେ ରାଜ୍ୟ ସ୍ତରୀୟ ସମ୍ବର୍ଦ୍ଧନା ସମାରୋହ ଉତ୍ସବ ପାଳନ ହୋଇଛି। ରାଜ୍ୟ…

ତାଲଚେର ଓ ଫୁଲବାଣୀ ସରକାରୀ ଚିକିତ୍ସା ମହାବିଦ୍ୟାଳୟରେ ୨୦୦ MBBS ସିଟରେ ନାମଲେଖା ପାଇଁ  ଅନୁମତି ପତ୍ର ସକାଶେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ  ଅନୁରୋଧ

ଭୁବନେଶ୍ଵର : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ତତ୍ଵାବଧାନରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଓଡିଶା ସରକାର ଡ଼ ମୁକେଶ ମହାଲିଙ୍ଗ ତାଳଚେରର ପବିତ୍ର…

ଦୂରଦୃଷ୍ଟିରୁ ବେଗ ପର୍ଯ୍ୟନ୍ତ ମାସିକ ସମୀକ୍ଷା ଅଭିଯାନ ଆରମ୍ଭ

ଭୁବନେଶ୍ଵର: ଓଡ଼ିଶାର ସହରାଞ୍ଚଳ ଉନ୍ନୟନ ଏଜେଣ୍ଡାକୁ ତ୍ୱରାନ୍ୱିତ କରିବା ପାଇଁ ଏକ ରଣନୈତିକ ପଦକ୍ଷେପ ସ୍ୱରୂପ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ. କୃଷ୍ଣ…

ସ୍ତନ୍ୟପାନ ଯୋଗୁଁ ମା’ହୃଦୟର ନିକଟତର ହୋଇପାରିବ ଶିଶୁ : ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ତନ୍ୟପାନ ଯୋଗୁଁ ଶିଶୁ ମା’ର କ୍ଲୋଜ଼ ଟୁ ହାର୍ଟ ଅର୍ଥାତ ମା’  ହୃଦୟର ଆହୁରି ନିକଟତର ହୋଇପାରିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟସ୍ତରୀୟ ବିଶ୍ଵ…

ରାଜ୍ୟରେ ଫାଇଲେରିଆ ନିରାକରଣ ପାଇଁ ଆରମ୍ଭ ହେବ ମାସ୍ ଡ୍ରଗ୍ ଆଡମିନିଷ୍ଟ୍ରେସନ୍

ଭୁବନେଶ୍ୱର: ରାଜ୍ୟରେ ଲିମ୍ଫାଟିକ୍ ଫାଇଲେରିଆସିସ୍ ରୋଗର ଦୂରୀକରଣ ନିମନ୍ତେ ମାସ୍ ଡ୍ରଗ୍ ଆଡମିନିଷ୍ଟ୍ରେସନ୍ (ଏମଡିଏ) କାର୍ଯ୍ୟକ୍ରମ ୧୨ ଜିଲ୍ଲାର ନିର୍ଦ୍ଧିଷ୍ଟ ବ୍ଲକରେ ପରିଚାଳିତ ହେବ। ଏନେଇ ସ୍ବାସ୍ଥ୍ୟ…

ଲୋକାର୍ପଣ ହେଲା ଅଙ୍ଗନବାଡି ଭିତ୍ତିଭୂମି ବିକାଶ ପାଇଁ ଇନଫ୍ରା ଆପ୍– “ୱସମ”

ଭୁବନେଶ୍ୱର: ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି। ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ।…

ନାଲକୋର କର୍ପୋରେଟ୍ କାର୍ଯ୍ୟାଳୟ ପରିଦର୍ଶନ କଲେ ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଶୁକ୍ରବାର ଦିନ ନାଲକୋ (ନ୍ୟାସନାଲ ଆଲୁମିନିୟମ୍ କମ୍ପାନୀ ଲିଃ) ପରିଦର୍ଶନ କରିଛନ୍ତି। ଏହି ଅବସରରେ ନାଲକୋର ଚେୟାରମ୍ୟାନ-ତଥା-ମ୍ୟାନେଜିଂ ଡାଇରେକ୍ଟର…