‘ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତିର ବିକାଶ ଦିଗରେ ବାଗ୍ମୀ ବିଶ୍ୱନାଥ କରଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ’

ଭୁବନେଶ୍ୱର : ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି।…

ଅକ୍ଟୋବର ୨୮ ଓ ୨୯ରେ ରାଷ୍ଟ୍ରପତିଙ୍କ ୨  ଦିନିଆ  ଓଡ଼ିଶା ଗସ୍ତ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ।…

ଲିଙ୍ଗରାଜ ମନ୍ଦିର ଓ ଗର୍ଭଗୃହ ମରାମତି ପାଇଁ ପ୍ରସ୍ତାବ  

ଭୁବନେଶ୍ୱର: ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ତୃତୀୟ ଅନ୍ତରୀଣ ରିପୋର୍ଟ ଆଇନ୍‌, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ପ୍ରଦାନ କରାଯାଇଛି। ଜଷ୍ଟିସ୍‌ ଡ.…

ଦୁର୍ଗାପୂଜା ୨୦୨୬ ପୂର୍ବରୁ ପୌରାଞ୍ଚଳର ପ୍ରସ୍ତୁତି ସମୀକ୍ଷା କଲେ ମନ୍ତ୍ରୀ ଡ।. କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର: ଆଗାମୀ ଦୁର୍ଗାପୂଜା ସମୟରେ ସହରଗୁଡ଼ିକୁ ସ୍ୱଚ୍ଛ, ସୁରକ୍ଷିତ ଓ ସୁବ୍ୟବସ୍ଥିତ ରଖିବା ସହ ଜନସାଧାରଣ ଯେପରି ସୁସ୍ଥ ଓ ଆନନ୍ଦମୟ ପରିବେଶରେ ପର୍ବ ପାଳନ କରିପାରିବେ…

ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍ ଫେୟାରରେ ଓଡ଼ିଶାର ପଟ୍ଟଚିତ୍ର, ପିପିଲି ଚାନ୍ଦୁଆ, ଶାମୁକା କାରୁକାର୍ଯ୍ୟ, ସବାଇ ଘାସରୁ ପ୍ରସ୍ତୁତ ସାମଗ୍ରୀ ବିଶେଷ ଆକର୍ଷଣ

ନୂଆଦିଲ୍ଲୀ, ୧୩ ଅକ୍ଟୋବର ୨୦୨୬: ନୂଆଦିଲ୍ଲୀ ଠାରେ ଅବସ୍ଥାପିତ ଗ୍ରେଟର ନୋଏଡାର ଇଣ୍ଡିଆ ଏକ୍ସପୋ ସେଣ୍ଟର ଓ ମାର୍ଟରେ ଆରମ୍ଭ ହୋଇଛି ୬୨ତମ ‘ଆଇଏଚଜିଏଫ୍ ଦିଲ୍ଲୀ ଅଟମ୍…

ପୁରୀ ଜିଲ୍ଲାର ହେବ କାୟାକଳ୍ପ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ଜିଲ୍ଲାର ବିଭିନ୍ନ ବିକାଶମୂଳକ ଓ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ…

ଟାଇମ୍ସ ଫ୍ୟାଶନ୍ ୱିକ୍‌ରେ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପର ଝଲକ ଦେଖାଇଲା ଓରମାସ୍‌

ଭୁବନେଶ୍ୱର: ଭୁବନେଶ୍ୱର ଟାଇମ୍ସ ଫ୍ୟାଶନ୍ ୱିକ୍‌ ୨୦୨୬ରେ ସହଯୋଗୀ ଅଂଶୀଦାର ଭାବେ ଯୋଗଦେଇ ଓରମାସ୍‌ ଓଡ଼ିଶାର ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ଫ୍ୟାଶନ୍ ରାମ୍ପ୍‌ରେ ପ୍ରଦର୍ଶିତ କରିଛି।…

୭ମ ଓଡ଼ିଶା ଟ୍ରାଭେଲ ବଜାର: ଭାଗ ନେଲେ ୪୦ଟି ଅଗ୍ରଣୀ ଜାତୀୟ ହୋଟେଲ ବ୍ରାଣ୍ଡ ଏବଂ ୨୫୦ ଜଣ ରାଜ୍ୟ ନିବେଶକ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ…

ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଅମୃତ ମଣୋହି ଜମି: ଓଡ଼ିଶା ସର୍ଭେ ଓ ସେଟଲମେଣ୍ଟ ଆଇନ, ୧୯୫୮ ର ଧାରା ୩୨ରେ ଥିବା କ୍ଷମତା ବଳରେ ରାଜସ୍ୱ ପର୍ଷଦ ଦେଲେ ଗୁରୁତ୍ୱପୂର୍ଣ୍ଣ ରାୟ

ଭୁବନେଶ୍ୱର: ଶ୍ରୀ ଗୁଣ୍ଡିଚା ମନ୍ଦିର ଶରଧା ବାଲି ନିକଟବର୍ତ୍ତୀ ମୂଲ୍ୟବାନ ଜମି। ସାବିକ ରେକର୍ଡରେ ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥ। ସ୍ଥିତି—ଅମୃତ ମଣୋହି। ପରେ ବଦଳିଗଲା ରେକର୍ଡ, ଆସିଲା…

ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ଵ ନେବାକୁ ଓଡ଼ିଶା ପ୍ରସ୍ତୁତ: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ଵର:  ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗୁରୁବାର ଦିନ ଆନୁଷ୍ଠାନିକ ଭାବେ ଓଡ଼ିଶା ଟ୍ରାଭେଲ ବଜାର (ଓଟିବି) ୨୦୨୬ ର ସପ୍ତମ ସଂସ୍କରଣ ବିଷୟରେ ଘୋଷଣା କରିଛନ୍ତି, ଯାହା…