ବୁଣାକାରଙ୍କ ଜୀବନ ସଂଘର୍ଷକୁ ନେଇ ନିର୍ମିତ ‘ମେହେରମୁଣ୍ଡା’ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ
ଭୁବନେଶ୍ୱର: GR Records ପ୍ରସ୍ତୁତ ‘ମେହେରମୁଣ୍ଡା’– ଓଡ଼ିଶାର ବୁଣାକାର ସମୁଦାୟଙ୍କୁ ସମର୍ପିତ ଏକ ଚଳଚ୍ଚିତ୍ରର ସ୍ୱତନ୍ତ୍ର ପ୍ରଦର୍ଶନ ଓଡିଶା ସରକାରଙ୍କ ହସ୍ତତନ୍ତ, ବୟନ, ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ …
