ରାଜ୍ୟପାଳ ସୁଦର୍ଶନ ଆର୍ଟ ଆଣ୍ଡ କ୍ରାଫ୍ଟ ଭିଲେଜ ପରିଦର୍ଶନ କଲେ
ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଉଚ୍ଚ ପ୍ରଶଂସା କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି। ଚଳିତ ଅଗଷ୍ଟ ୧୭ ତାରିଖ ଦିନ ରାଜ୍ୟପାଳ ଡ. ହରିବାବୁ…
ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଉଚ୍ଚ ପ୍ରଶଂସା କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି। ଚଳିତ ଅଗଷ୍ଟ ୧୭ ତାରିଖ ଦିନ ରାଜ୍ୟପାଳ ଡ. ହରିବାବୁ…
ଭୁବନେଶ୍ୱର: ୭୯ତମ ସ୍ୱାଧୀନତା ଦିବସ ଅବସରରେ ତା୧୫.୦୮.୨୦୨୫ରିଖ ଅପରାହ୍ନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କ ସୌଜନ୍ୟରେ ରାଜଭବନର ନୁ୍ୟ ଅଭିଷେକ ହଲ୍ ଠାରେ ଆଟ୍-ହୋମ୍ କାର୍ଯ୍ୟକ୍ରମ…
ଭୁବନେଶ୍ୱର: ରାଜଭବନରେ ୭୯ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ସକାଳେ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ରୂପା ରୋଶନ ସାହୁ ଜାତୀୟ ପତାକା ଉୋଳନ କରି ଅଭିବାଦନ…
ଭୁବନେଶ୍ୱର: ଓଡ଼ିଶା ଉର୍ଦ୍ଦୁ ଏକାଡ଼େମୀ ପକ୍ଷରୁ ଏକ ରାଜ୍ୟସ୍ତରୀୟ ଉର୍ଦ୍ଦୁ କବି ସମ୍ମିଳନୀ (ମୁଶାଏରା ) କାର୍ଯ୍ୟକ୍ରମ କଟକସ୍ଥିତ ପାନ୍ଥନିବାସଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ କଟକ…
ଭୁବନେଶ୍ୱର: ଭକ୍ତି, ସେବା ଓ ମାନବତାର ଜୀବନ୍ତ ପ୍ରତୀକ ହେଉଛନ୍ତି ଶ୍ରୀଲ ସରସ୍ଵତୀ ଗୋସ୍ଵାମୀ ପ୍ରଭୁପାଦ ଜୀ ଏବଂ ୧୦୦ ବର୍ଷ ଧରି କଟକର ଶ୍ରୀ ସଚ୍ଚିଦାନନ୍ଦ…
ଭୁବନେଶ୍ୱର: ଜାତୀୟ ଗ୍ରନ୍ଥାଗାରିକ ଦିବସ ଉପଲକ୍ଷେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଠାଗାର ବିଜ୍ଞାନର ଜନକ ପଦ୍ମଶ୍ରୀ ଏସ ଆର ରଙ୍ଗନାଥନଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଗ୍ରନ୍ଥାଗାରର…
ଭୁବନେଶ୍ବର: ରାଷ୍ଟ୍ରପତି ଭବନରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହ ରାକ୍ଷୀ ପୂର୍ଣ୍ଣିମା ପାଳିଛନ୍ତି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର 20 ଜଣ ବିଦ୍ୟାର୍ଥୀ। ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାର…
ଭୁବନେଶ୍ଵର: ଓଡ଼ିଶାର ବୁଣାକାରମାନେ ଆମ ସାଂସ୍କୃତିକ ଐତିହ୍ୟର ଆତ୍ମା। ଆମ ହସ୍ତତନ୍ତ କେବଳ ଖଣ୍ଡେ କପଡ଼ା ନୁହେଁ, ଏହା ଆମ ଐତିହ୍ୟ। ଓଡ଼ିଶାର ହସ୍ତତନ୍ତ – ଐତିହ୍ୟର…
ଭୁବନେଶ୍ୱର: ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଓ…
ଭୁବନେଶ୍ୱର: ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ। ସେ ତତ୍କାଳୀନ ସମାଜରେ…