ଷଷ୍ଠ ଶତାବ୍ଦୀର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ସଂରକ୍ଷିତ ସ୍ମାରକୀ ଘୋଷଣା

ଭୁବନେଶ୍ୱର :  ବାଣପୁର ବ୍ଲକର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗ୍ରାମରେ ଥିବା ଷଷ୍ଠ ଶତାବ୍ଦୀର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ଏଏସଆଇ ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା…

ମୋଂଟାନା ପ୍ରତିନିଧିମଣ୍ଡଳୀ ରାଜ୍ୟପାଳଙ୍କୁ ସାକ୍ଷାତ କଲେ   

ଭୁବନେଶ୍ୱର: ଯୁକ୍ତରାଷ୍ଟ୍ର ଆମେରିକାର ମୋଂଟାନାରୁ ଆସିଥିବା ଏକ ୧୦ ଜଣିଆ ପ୍ରତିନିଧିମଣ୍ଡଳୀ ଗୁରୁବାର ଦିନ ଓଡିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କୁ ରାଜଭବନରେ ସାକ୍ଷାତ କରିଥିଲେ।…

ଶବରୀ ଭବନ ଓଡ଼ିଶାବାସୀଙ୍କ ସ୍ୱାଭିମାନର ପରିଚୟ ହେବ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଭୁବନେଶ୍ୱରସ୍ଥ IRC Village ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ ସାଂସ୍କୃତିକ…

ଭକ୍ତମାନଙ୍କ ମଙ୍ଗଳ ସୁନିଶ୍ଚିତ କର : ଅତିରିକ୍ତ ମୁଖ୍ୟ ସଚିବ

ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରା ଏବଂ ସୁନାବେଶରେ ବିପୁଳ ଭକ୍ତସମାବେଶକୁ ଦୃଷ୍ଟିରେ ରଖି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ପୂର୍ବତଟ ରେଳପଥ, ଭୁବନେଶ୍ୱରର…

ଭକ୍ତି ଓ ଆଧ୍ୟାତ୍ମିକ ଭରା ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି ୨୦୨୫’ର ଦ୍ୱିତୀୟ ସଂଧ୍ୟାରେ ଦର୍ଶକ ବିଭୋର

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଶ୍ରୀ ଜଗନ୍ନାଥ…

ପବିତ୍ର ରଥଯାତ୍ରା ଉପଲକ୍ଷେ ଶ୍ରୀ ଜଗନ୍ନାଥ ଭକ୍ତି ସଂଗୀତ ସମାରୋହ – ‘ଗୁହାରି ୨୦୨୫’ ଉଦ୍ଘାଭଟିତ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ…

ରଥଯାତ୍ରାରେ ସେବା କରିବା ଏକ ଦିବ୍ୟ ସୁଯୋଗ – ରାଜ୍ୟପାଳ

ଭୁବନେଶ୍ୱର: ରଥଯାତ୍ରା ଅବସରରେ ସେବା କରିବା ଏକ ଦିବ୍ୟ ସୁଯୋଗ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମ୍ ପାଟି କହିଛନ୍ତି। ଶ୍ରୀକ୍ଷେତ୍ର ପୁରୀ ଠାରେ ପୃଥିବୀ…

ଲୋକସେବା ଭବନରେ ନନ୍ଦିତା ଦାସ

ଭୁବନେଶ୍ୱର: ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ଦୁଇ ସଦସ୍ୟବିଶିଷ୍ଟ ସମିତି ଗଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (Rଞ୍ଚR)ର ସମୀକ୍ଷା କରିବା ସହ ଅନ୍ତିମ ରୂପ…

ଶହୀଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୂର୍ବାଞ୍ଚଳ ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଳବର ସ୍ୱର ଝଙ୍କୃତ ହୋଇଥିଲା ତାହା ହିଁ ଥିଲା ବି୍ରଟିଶ ରାଜ ପ୍ରତିଷ୍ଠା…