ପଞ୍ଚସଖା ଶିକ୍ଷା ସେତୁ ପାଇଁ ୨୩ ଜିଲ୍ଲାରେ ୭.୨୯ କୋଟି ଟଙ୍କାରେ ୬୦୯ଟି ପ୍ରକଳ୍ପ ମଞ୍ଜୁର

ଭୁବନେଶ୍ୱର:  ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ଚତୁର୍ଥ କାର୍ଯ୍ୟନିର୍ବାହୀ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ରାଜ୍ୟର ୨୩ଟି ଜିଲ୍ଲାର ବିଭିନ୍ନ ସ୍କୁଲରେ ଭିତ୍ତିଭୂମିର ବିକାଶ ପାଇଁ…

ବିଶ୍ଵ ପ୍ରସିଦ୍ଧ ପୁରୀ ରଥଯାତ୍ରା: ସ୍ବଛତା ଉପରେ ସର୍ବାଧିକ ଗୁରୁତ୍ୱ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନଗର ଉନ୍ନୟନ ବିଭାଗ ପାଇଁ ଅନେକ ଆହ୍ୱାନ ରହିଥାଏ। ପୁରୀ ମହାନଗର ନିଗମ ବହୁ ପୂର୍ବରୁ ଚଳିତ ରଥଯାତ୍ରା ପାଇଁ…

ଓଡ଼ିଶାର ୨୬ଟି ଉପକୂଳବର୍ତ୍ତୀ ଗ୍ରାମ IOC-UNESCO ଦ୍ଵାରା ସୁନାମି-ପ୍ରସ୍ତୁତ ଗ୍ରାମ ଘୋଷିତ

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବନ୍ୟା ତଥା ବର୍ଷାଜଳ ପରିଚାଳନା ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ…

ରାଜ୍ୟ କାଜୁ ଉନ୍ନୟନ ନିଗମ ପକ୍ଷରୁ ୫୦୦ ହେକ୍ଟର ଜମିରେ ହାଇବ୍ରିଡ୍ କାଜୁର ପୁନଃ-ରୋପଣ କାର୍ଯ୍ୟକ୍ରମ ହାତକୁ ନିଆଯିବ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଆର୍ଥିକ ବର୍ଷ ୨୦୨୬-୨୭ ପାଇଁ ୪ଟି ନିଗମ, ଓଡ଼ିଶା କୃଷି ଶିଳ୍ପ ନିଗମ (OAIC), ଓଡ଼ିଶା କୃଷି…

ଗ୍ରୀନ୍ ଏନର୍ଜି କ୍ଷେତ୍ରରେ ଜାପାନୀ ବ୍ୟବସାୟୀକ ନେତୃବୃନ୍ଦଙ୍କ ସହ ସହଭାଗିତା, ରାଜ୍ୟରେ ହେବ ବ୍ୟାପକ ପୁଞ୍ଜିନିବେଶ

ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ଅଭିବୃଦ୍ଧିର ପରବର୍ତ୍ତୀ ଅଧ୍ୟାୟ ଏବେ ପ୍ରଯୁକ୍ତିବିଦ୍ୟା, ନବସୃଜନ ଓ ସବୁଜ ଅର୍ଥନୀତି (ଗ୍ରୀନ୍ ଇକୋନୋମି) ଦ୍ୱାରା ପରିଚାଳିତ ହେବ ବୋଲି ଆଜି ସ୍ଥାନୀୟ…

‘ଓଡିଶାର ଯୁବବର୍ଗଙ୍କ ପାଇଁ ନିଯୁକ୍ତି ସୁଯୋଗ ସୃଷ୍ଟି ଆମର ମୁଖ୍ୟ ଲକ୍ଷ୍ୟ’

ଭୁବନେଶ୍ୱର: ଓଡ଼ିଶାକୁ ଏକ ଶିଳ୍ପ ସମୃଦ୍ଧ ଅର୍ଥନୀତିରେ ପରିଣତ କରିବା ଏବଂ ବିଶ୍ୱସ୍ତରୀୟ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ଦିଗରେ ରାଜ୍ୟ ଶିଳ୍ପ ଇତିହାସରେ ଏକ ନୂତନ ଅଧ୍ୟାୟ…

ସରକାରୀ ଆପ୍ ମାଧ୍ୟମରେ ସମନ୍ୱିତ ଗମନାଗମନ ଓ ନାଗରିକ ସୁରକ୍ଷା ସେବା ଯୋଗାଇବାରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ

ଭୁବନେଶ୍ୱର: ପ୍ରଯୁକ୍ତିବିଦ୍ୟା ଓ ଡିଜିଟାଲ୍ ପ୍ରୟାସ ମାଧ୍ୟମରେ ନାଗରିକ ସୁରକ୍ଷା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ଦିଗରେ ଓଡ଼ିଶା ସରକାର ଏକ ପ୍ରମୁଖ ପଦକ୍ଷେପ ଗ୍ରହଣ କରିଛନ୍ତି।…

ଦକ୍ଷ ଜନସେବା ପାଇଁ ପ୍ରଶାସନିକ ତଥ୍ୟର ସଦୁପଯୋଗ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଯୋଜନା ଓ ସଂଯୋଜନ ବିଭାଗ ଅଧୀନସ୍ଥ ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶାଳୟ (ଡିଇଏଣ୍ଡଏସ୍) ପକ୍ଷରୁ ୨୦ତମ ଜାତୀୟ ପରିସଂଖ୍ୟାନ ଦିବସ ଅବସରରେ “ଦକ୍ଷ ଜନସେବା ପ୍ରଦାନ…

ଭାରତ ସରକାରଙ୍କ ସମବାୟ ମନ୍ତ୍ରଣାଳୟର ୫ମ ପ୍ରତିଷ୍ଠା ଦିବସର ଉଦ୍‌ଘାଟନୀ ଉତ୍ସବ ଅନୁଷ୍ଠିତ

ଭୁବନେଶ୍ୱର: ସମବାୟ ବିଭାଗ,ଓଡ଼ିଶାଙ୍କ ନିର୍ଦ୍ଦେଶକ୍ରମେ ଓଡ଼ିଶା ରାଜ୍ୟ ସମବାୟ ୟୁନିୟନ, ଭୁବନେଶ୍ୱରଙ୍କ ଆନୁକୂଲ୍ୟରେ ଭାରତ ସରକାରଙ୍କ ସମବାୟ ମନ୍ତ୍ରଣାଳୟର ୫ମ ପ୍ରତିଷ୍ଠା ଦିବସର ଉଦ୍‌ଘାଟନୀ ଉତ୍ସବ ଭୁବନେଶ୍ୱରସ୍ଥିତ …