୯ମ ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ-୨୦୨୬ରେ ଓଡ଼ିଶାର ସମନ୍ୱିତ ଜଳ ସମ୍ପଦ ପରିଚାଳନା ମଡେଲ୍‌ ପ୍ରଦର୍ଶିତ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀରେ ଆୟୋଜିତ ୯ମ ଭାରତ ଅନ୍ତର୍ଜାତୀୟ ଜଳ ସପ୍ତାହ (ଆଇଆଇଡବ୍ଲ୍ୟୁଡବ୍ଲ୍ୟୁ)-୨୦୨୬ରେ ଓଡ଼ିଶା ନିଜର ସମନ୍ୱିତ ଜଳ ସମ୍ପଦ ପରିଚାଳନା ମଡେଲ୍‌ ପ୍ରଦର୍ଶନ କରିଛି। ସେପ୍ଟେମ୍ବର ୨୨ରୁ…

ସ୍ଵତନ୍ତ୍ର ରିଲିଫ କମିଶନର,  ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗର ପରାମର୍ଶ ଏବଂ ନିର୍ଦ୍ଦେଶାବଳୀର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା କିଛି ଦିନରେ ସମ୍ଭାବ୍ୟ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ବନ୍ୟା, ଜଳବନ୍ଦୀ ଓ ବର୍ଷାଜନିତ ଅନ୍ୟାନ୍ୟ ସମସ୍ୟାର…

ସହିଦ ଲକ୍ଷଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ୪ଟି ଡିଏନବି ସିଟ୍‌କୁ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶାରେ ଗୁଣାତ୍ମକ ଚିକିତ୍ସା ଶିକ୍ଷା ଓ ବିଶେଷଜ୍ଞ ଡାକ୍ତର ସୃଷ୍ଟି କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା ହାସଲ ହୋଇଛି। ନେସନାଲ ବୋର୍ଡ଼ ଅଫ ଏଗଜାମିନେସନ…

ଶ୍ରୀମନ୍ଦିର ସୁଆର ନିଯୋଗ କର୍ମକର୍ତ୍ତାଙ୍କ ସହ ମନ୍ତ୍ରୀ ପୃଥ୍ୱୀରାଜଙ୍କ ଆଲୋଚନା

ଭୁବନେଶ୍ୱର: ଶ୍ରୀମନ୍ଦିରର ମହାପ୍ରସାଦ ପ୍ରସ୍ତୁତି ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ ନେଇ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ,…

ସମ୍ଭାବ୍ୟ ବର୍ଷା ପରିସ୍ଥିତି ନିମନ୍ତେ ୨୦ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜୀବ ଭବନସ୍ଥିତ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ସମ୍ମିଳନୀ କକ୍ଷରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ…

ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ୧,୯୧୦ କୋଟିର କାର୍ଯ୍ୟ ସହ ବଦଳୁଛି ସମ୍ବଲପୁରର ଚେହେରା

ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।  ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ…

ସୁଭଦ୍ରା ଯୋଜନାର ୨ ବର୍ଷ ପୂର୍ତ୍ତି

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ ବିଭାଗୀୟ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ  ଯୋଗଦେଇ  ରାଜ୍ୟ ସରକାରଙ୍କ ଯୁଗାନ୍ତକାରୀ ‘ସୁଭଦ୍ରା’ଯୋଜନାର ସଫଳ ଦୁଇ ବର୍ଷ ପୂରଣ ଅବସରରେ…

ସଂଯୁକ୍ତ ଆରବ ଏମିରଟ୍ସ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ପାଇଁ ଆମ ସରକାର ନିଜର ସର୍ବାଧିକ ସାମର୍ଥ୍ୟର ଉପଯୋଗ କରୁଛନ୍ତି ବୋଲି  UAE  ଗସ୍ତରୁ  ଫେରି ମୁଖ୍ୟମନ୍ତ୍ରୀ ମୋହନ…

ଓଡ଼ିଶା ସରକାର ବର୍ତ୍ତମାନ ନିବେଶ ଆଗ୍ରହ ଏବଂ ପ୍ରସ୍ତାବିତ ଭାଗିଦାରୀକୁ ତୃଣମୂଳସ୍ତରରେ ପ୍ରକଳ୍ପରେ ପରିଣତ କରିବା ଦିଗରେ ଧ୍ୟାନ ଦେବେ

ଦୁବାଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୁବାଇରେ ଓଡ଼ିଆ ପ୍ରବାସୀମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ। ଏହି ବିଶେଷ ସମାବେଶରେ ୮୦୦ରୁ ଅଧିକ ଓଡ଼ିଆ ସମୁଦାୟର ସଦସ୍ୟ ଯୋଗଦେଇଥିଲେ।…

ବିଭାଗୀୟ ସମନ୍ୱୟ ଓ ଜନଭାଗିଦାରୀ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ‘ସେବା ସଂକଳ୍ପ’ ଅଭିଯାନର ପ୍ରସ୍ତୁତି ନେଇ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସମୀକ୍ଷା କରାଯାଇଥିଲା। ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାରାୟଣ ନାଏକ…