ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ

ଭୁବନେଶ୍ୱର: ରାଜସ୍ୱ ପ୍ରଶାସନକୁ ଅଧିକ ସ୍ଵଚ୍ଛ, ସୁଗମ, ସୁସଂଗଠିତ ଓ ନାଗରିକମୁଖୀ କରିବା ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ସ୍ଵରୁପ ରାଜସ୍ୱ ପର୍ଷଦ, ଓଡ଼ିଶାର ନୂତନ ୱେବସାଇଟ୍…

ଆଇଏଚସି  ଏବଂ ଅଦାନୀ ଗ୍ରୁପ୍‌ ସହିତ ୧୪ଟି ନୂଆ ପ୍ରକଳ୍ପ ପାଇଁ  ବୁଝାମଣା ପତ୍ର ସ୍ୱାକ୍ଷର

ଆବୁଧାବି/ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶା ବିଦେଶୀ ନିବେଶ ଭାଗିଦାରୀକୁ ଆଗେଇ ନେଇଛି। ଏଥିରେ ଏକ ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ,…

ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଦିନିଆ ସଂଯୁକ୍ତ ଆରବ ଏମିରେଟ୍ସ (UAE) ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ ଯାଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି…

ପରିବର୍ତ୍ତନ ସହ ଖାପ ଖୁଆଇବା, ପ୍ରଯୁକ୍ତି ଓ ଉଦ୍ୟୋଗୀ ଦକ୍ଷତା ହାସଲ କରିବାକୁ ସ୍ନାତକ ଛାତ୍ରଛାତ୍ରୀଙ୍କୁ ଆହ୍ୱାନ

ଭୁବନେଶ୍ୱର: ଜଣେ ଛାତ୍ରଙ୍କ ଜୀବନରେ ଡିଗ୍ରୀ ଦ୍ୱାର ଖୋଲିବ ଏବଂ ନିଷ୍ପତ୍ତି ଜୀବନ ଗଢ଼ିବ ବୋଲି ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତିI ସୋମବାର…

୪୭ତମ କ୍ୟାବିନେଟ୍ ବୈଠକ ସମ୍ପର୍କିତ ପ୍ରେସ୍ ବିବୃତ୍ତି

ଭୁବନେଶ୍ୱର: ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୪୭ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛିl  ବୈଠକ ପରେ ମୁଖ୍ୟ…

ରାସ୍ତାରେ ବିପଦପୂର୍ଣ୍ଣ ଭାବେ ଗାଡ଼ି ପାର୍କିଂ କରୁଥିବା ଚାଳକମାନଙ୍କୁ ସୁରକ୍ଷିତ ଟର୍ମିନାଲ୍‌ଗୁଡ଼ିକ ବ୍ୟବହାର କରିବା ପାଇଁ ପ୍ରୋତ୍ସାହିତ କରାଯିବ

ଭୁବନେଶ୍ୱର: ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ…

ଐତିହାସିକ କଟକ ବାଲିଯାତ୍ରା-୨୦୨୬ ସଂପର୍କିତ ଉଚ୍ଚସ୍ତରୀୟ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କଟକର ଐତିହାସିକ ଓ ସାଂସ୍କୃତିକ ଗଣପର୍ବ ‘ବାଲିଯାତ୍ରା–୨୦୨୬’କୁ ଅଧିକ ବ୍ୟାପକ, ସୁରକ୍ଷିତ, ସୁବ୍ୟବସ୍ଥିତ ଓ ଆକର୍ଷଣୀୟ ଭାବେ ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ…

୨୨୦ରୁ ଉର୍ଦ୍ଧ୍ୱ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ କୃଷି ଉଦ୍ୟମିତା, ବୈଷୟିକ ଦକ୍ଷତା ବିକାଶ ଏବଂ ଗ୍ରାମୀଣ ନିଯୁକ୍ତି ସୁଯୋଗ ସୃଷ୍ଟି ନେଇ ସଚେତନତା

ଭୁବନେଶ୍ୱର: ଶିକ୍ଷକ ଦିବସର ପବିତ୍ର ଅବସରରେ ଓଡ଼ିଶା ସରକାରଙ୍କ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟ ପକ୍ଷରୁ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ଏକ ବୃହତ୍ ଉଦ୍ୟାନ କୃଷି ସଚେତନତା…

ମହିଳା ଉଦ୍ୟୋଗୀମାନଙ୍କୁ ଅଧିକ ଋଣ ସହାୟତା ପ୍ରଦାନ ନିମନ୍ତେ ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି ବୈଠକରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଜୁଲାଇ ୨୦୨୬ ତ୍ରୈମାସିକ ଶେଷ ପର୍ଯ୍ୟନ୍ତ କାର୍ଯ୍ୟଦକ୍ଷତାର ସମୀକ୍ଷା ପାଇଁ ଓଡ଼ିଶା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ୍ କମିଟି(SLBC)ର ୧୮୪ତମ ବୈଠକ ୫ ସେପ୍ଟେମ୍ବର ୨୦୨୬ ତାରିଖରେ ଉନ୍ନୟନ…

ଏଆଇ ଓ ଡିଜିଟାଲ ପ୍ରଯୁକ୍ତିବିଦ୍ୟାରେ ଦକ୍ଷ ହେବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଏବଂ ସିଏସଆର ବକ୍ସ, ନନ୍ଦୀ ଫାଉଣ୍ଡେସନ ଏବଂ ଓକେସିଏଲ ଆଦି ଅନୁଷ୍ଠାନ ମଧ୍ୟରେ ୩ଟି ବୁଝାମଣା ପତ୍ର ସ୍ଵାକ୍ଷରିତ କରିଛି। ଏଥିସହ ନାସକମ୍…