ଯେତେବେଳେ ଜଣେ ମହିଳା ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସାମିଲ ହୁଅନ୍ତି, ସେ ଏକ ରାଷ୍ଟ୍ରର ଅନୁଭୂତି ବହନ କରି ଆସନ୍ତି :ବାଚସ୍ପତି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ, ଲୋକସଭାକୁ ୭୪ ଜଣ ମହିଳା ନିର୍ବାଚିତ ହୋଇଥିଲେ-ଯାହା ସଦନର ମୋଟ ସଦସ୍ୟ ସଂଖ୍ୟାର ୧୩.୬ ପ୍ରତିଶତ। ଭାରତର ପଞ୍ଚାୟତି ରାଜ ଅନୁଷ୍ଠାନଗୁଡ଼ିକରେ…

ସଂଯୁକ୍ତ ଆରବ ଏମିରଟ୍ସ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କ ଭବିଷ୍ୟତକୁ ଉଜ୍ଜ୍ୱଳ କରିବା ପାଇଁ ଆମ ସରକାର ନିଜର ସର୍ବାଧିକ ସାମର୍ଥ୍ୟର ଉପଯୋଗ କରୁଛନ୍ତି ବୋଲି  UAE  ଗସ୍ତରୁ  ଫେରି ମୁଖ୍ୟମନ୍ତ୍ରୀ ମୋହନ…

ଓଡ଼ିଶା ସରକାର ବର୍ତ୍ତମାନ ନିବେଶ ଆଗ୍ରହ ଏବଂ ପ୍ରସ୍ତାବିତ ଭାଗିଦାରୀକୁ ତୃଣମୂଳସ୍ତରରେ ପ୍ରକଳ୍ପରେ ପରିଣତ କରିବା ଦିଗରେ ଧ୍ୟାନ ଦେବେ

ଦୁବାଇ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଦୁବାଇରେ ଓଡ଼ିଆ ପ୍ରବାସୀମାନେ ଭବ୍ୟ ସ୍ୱାଗତ ଜଣାଇଥିଲେ। ଏହି ବିଶେଷ ସମାବେଶରେ ୮୦୦ରୁ ଅଧିକ ଓଡ଼ିଆ ସମୁଦାୟର ସଦସ୍ୟ ଯୋଗଦେଇଥିଲେ।…

ଆଇଏଚସି  ଏବଂ ଅଦାନୀ ଗ୍ରୁପ୍‌ ସହିତ ୧୪ଟି ନୂଆ ପ୍ରକଳ୍ପ ପାଇଁ  ବୁଝାମଣା ପତ୍ର ସ୍ୱାକ୍ଷର

ଆବୁଧାବି/ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶା ବିଦେଶୀ ନିବେଶ ଭାଗିଦାରୀକୁ ଆଗେଇ ନେଇଛି। ଏଥିରେ ଏକ ସମନ୍ୱିତ ଆଲୁମିନିୟମ ପ୍ରକଳ୍ପ,…

ମୁଖ୍ୟମନ୍ତ୍ରୀଙ୍କ ପାଞ୍ଚ ଦିନିଆ ସଂଯୁକ୍ତ ଆରବ ଏମିରେଟ୍ସ (UAE) ଗସ୍ତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ପ୍ରାଚ୍ୟ ରାଷ୍ଟ୍ର ସଂଯୁକ୍ତ ଆରବ ଏମିରେଟ୍ସକୁ ପାଞ୍ଚ ଦିନିଆ ଗସ୍ତରେ ଯାଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶାକୁ ପୁଞ୍ଜି…

୨୦୨୫ ବର୍ଷ ପାଇଁ ବିଜୁ ପଟ୍ଟନାୟକ କ୍ରୀଡ଼ା ଓ ସାହସିକତା ପୁରସ୍କାର ପ୍ରଦାନ

ଭୁବନେଶ୍ୱର: ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ…

ବିଶ୍ୱ ଆଥଲେଟିକ୍ସ ମିଟ୍‌ ପୂର୍ବରୁ କ୍ରୀଡ଼ାର ଚିରନ୍ତନ ମୂଲ୍ୟବୋଧ ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: କ୍ରୀଡ଼ାରେ ରେକର୍ଡ ଭାଙ୍ଗିଥାଏ ଓ ପଦକ ହାତବଦଳ ହୋଇପାରେ, କିନ୍ତୁ ଚରିତ୍ର, ଦୃଢ଼ତା ଓ ଶୃଙ୍ଖଳା ଚିରସ୍ଥାୟୀ। ଭୁବନେଶ୍ୱରରେ ହେବାକୁ ଥିବା ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ…

ପ୍ରଥମ ଅନ୍ତର୍ଜାତୀୟ ସରକାରୀ ଭାଷା ବାର୍ଷିକ ସମ୍ମିଳନୀରେ ଯୋଗଦେଲେ ରାଜ୍ୟପାଳ

ଭୁବନେଶ୍ୱର: ଏକ ଭାଷା ସେତେବେଳେ ପ୍ରାଣବନ୍ତ ରହିଥାଏ ଯେତେବେଳେ ଏହା ସମୟ ସହିତ ବିକଶିତ ହୁଏ ଏବଂ ଯୁବ ପିଢ଼ିର ଆକାଂକ୍ଷା ସହିତ ଯୋଡ଼ି ହୁଏI ଏ…

ଅଗଷ୍ଟ ୨୨ରେ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ୱାର୍ଲ୍ଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର ସିଲଭର୍’ ମିଟ୍

ଭୁବନେଶ୍ୱର: ୧୭ ଅଗଷ୍ଟ ୨୦୨୬: ଓଡ଼ିଶାର କ୍ରୀଡ଼ା ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିବାକୁ ଯାଉଛି। ଆସନ୍ତା ଅଗଷ୍ଟ ୨୨ ତାରିଖରେ ଭୁବନେଶ୍ୱରର ପ୍ରସିଦ୍ଧ କଳିଙ୍ଗ ଷ୍ଟାଡିୟମରେ…

“ମା’କ୍ଷୀର ଶିଶୁର ସୁସ୍ଥ ଜୀବନ ପାଇଁ ପ୍ରଥମ ସୁରକ୍ଷା କବଚ”

ଭୁବନେଶ୍ୱର: ରାଜ୍ୟ ମହିଳା ଓ ଶିଶୁ ବିକାଶ (WCD) ବିଭାଗ ପକ୍ଷରୁ ଭୁବନେଶ୍ୱରଠାରେ ରାଜ୍ୟସ୍ତରୀୟ ‘ବିଶ୍ୱ ସ୍ତନ୍ୟପାନ ସପ୍ତାହ ୨୦୨୬’ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଛୋଟ…