ଚୀନ ଓ ଇରାନ ପ୍ରତିନିଧିମାନଙ୍କୁ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପକ୍ଷରୁ “ଟାଇମ୍ଲେସ ଟେଲ୍” ଶୀର୍ଷକ ପୁସ୍ତକ ପ୍ରଦାନ
ଭୁବନେଶ୍ୱର: ଭୁବନେଶ୍ୱରରେ ଆୟୋଜିତ ହେଉଥିବା ବ୍ରିକ୍ସ ଶିକ୍ଷା ସମ୍ମିଳନୀରେ ଯୋଗଦେଇଥିବା ଚୀନ ଓ ଇରାନ ଦେଶର ପ୍ରତିନିଧି ମଣ୍ଡଳୀ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ ପରିଦର୍ଶନ କରିଥିଲେ। ଓଡ଼ିଶା…
