ଶିକ୍ଷକମାନଙ୍କ ସମସ୍ୟା: ରାଜ୍ୟ ସରକାରଙ୍କୁ ରିପୋର୍ଟ ଦେଲେ ଅଶୋକ ତ୍ରିପାଠୀ କମିଟି

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ…

ଯେତେବେଳେ ଜଣେ ମହିଳା ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାରେ ସାମିଲ ହୁଅନ୍ତି, ସେ ଏକ ରାଷ୍ଟ୍ରର ଅନୁଭୂତି ବହନ କରି ଆସନ୍ତି :ବାଚସ୍ପତି

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ, ଲୋକସଭାକୁ ୭୪ ଜଣ ମହିଳା ନିର୍ବାଚିତ ହୋଇଥିଲେ-ଯାହା ସଦନର ମୋଟ ସଦସ୍ୟ ସଂଖ୍ୟାର ୧୩.୬ ପ୍ରତିଶତ। ଭାରତର ପଞ୍ଚାୟତି ରାଜ ଅନୁଷ୍ଠାନଗୁଡ଼ିକରେ…

ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ନାଲ୍‌କୋ ରିସର୍ଚ୍ଚ ଓ ଟେକ୍ନୋଲୋଜି ସେଣ୍ଟର ମଧ୍ୟରେ ବୁଝାମଣାପତ୍ର ଆଦାନପ୍ରଦାନ

ଭୁବନେଶ୍ୱର: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼, ଓଡ଼ିଶାର ୪୩ତମ ପ୍ରତିଷ୍ଠା ଦିବସ ସମାରୋହ ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜଙ୍ଗଲ,…

ଭୁବନେଶ୍ୱର, କଟକ, ବ୍ରହ୍ମପୁର ଓ ରାଉରକେଲା ମହାନଗର ନିଗମରେ ୱାର୍ଡ ବିଭାଜନ ଓ ଆସନ ସଂରକ୍ଷଣ ସମ୍ପର୍କିତ ପ୍ରକ୍ରିୟା ପାଇଁ ସଂଶୋଧିତ ସମୟସୀମା ଧାର୍ଯ୍ୟ

ଭୁବନେଶ୍ୱର: ରାଜ୍ୟର ପୌରପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମଗୁଡ଼ିକର ଆଗାମୀ ସାଧାରଣ ନିର୍ବାଚନ ପାଇଁ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା…

ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: କମିସନରେଟ ପୋଲିସର ସମ୍ମିଳନୀ କକ୍ଷରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା…

ଡିଜିଟାଲ୍ ଯୁଗରେ ନୂଆ ରୂପରେ ରାଜସ୍ୱ ପର୍ଷଦ

ଭୁବନେଶ୍ୱର: ରାଜସ୍ୱ ପ୍ରଶାସନକୁ ଅଧିକ ସ୍ଵଚ୍ଛ, ସୁଗମ, ସୁସଂଗଠିତ ଓ ନାଗରିକମୁଖୀ କରିବା ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ସ୍ଵରୁପ ରାଜସ୍ୱ ପର୍ଷଦ, ଓଡ଼ିଶାର ନୂତନ ୱେବସାଇଟ୍…

କେନ୍ଦ୍ରାଞ୍ଚଳ ରେଞ୍ଜର ଆଇନ-ଶୃଙ୍ଖଳା ଓ ଅପରାଧ ସ୍ଥିତି ସମୀକ୍ଷା

କଟକ: ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧୀନସ୍ଥ ଜିଲ୍ଲାଗୁଡ଼ିକର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା…

ରାସ୍ତାରେ ବିପଦପୂର୍ଣ୍ଣ ଭାବେ ଗାଡ଼ି ପାର୍କିଂ କରୁଥିବା ଚାଳକମାନଙ୍କୁ ସୁରକ୍ଷିତ ଟର୍ମିନାଲ୍‌ଗୁଡ଼ିକ ବ୍ୟବହାର କରିବା ପାଇଁ ପ୍ରୋତ୍ସାହିତ କରାଯିବ

ଭୁବନେଶ୍ୱର: ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ…

ବିଭିନ୍ନ ଜିଲ୍ଲା ତଥା ଅନ୍ୟ ରାଜ୍ୟମାନଙ୍କରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମସ୍ତ ଭୂସମ୍ପତ୍ତିର ସୁରକ୍ଷା ଏବଂ ପୁନରୁଦ୍ଧାର ଉପରେ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ଵ

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବିଭାଗର ବିଭିନ୍ନ ପ୍ରମୁଖ ଯୋଜନା ଏବଂ ନାଗରିକ କୈନ୍ଦ୍ରିକ ସେବାଗୁଡ଼ିକର କାର୍ଯ୍ୟକାରିତା ସଂକ୍ରାନ୍ତରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା…

ଖରିଫ ଧାନ ବିକ୍ରୟ ପାଇଁ ପଞ୍ଜିକରଣ ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ବର: ଖରିଫ ଧାନ ସଂଗ୍ରହ ବିପଣନ ଋତୁ ୨୦୨୬-୨୭ ପାଇଁ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୭ ଲକ୍ଷ ୧୮ ହଜାରରୁ ଅଧିକ ଚାଷୀ ନାମ ପଞ୍ଜିକରଣ କରିସାରିଲେଣି।…