ପ୍ରାଥମିକ ଶିଶୁ ସେବା, ଶିକ୍ଷା ଓ ବିକାଶ (ECCED)କୁ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ପ୍ରାଥମିକ ଶିଶୁ ସେବା, ଶିକ୍ଷା ଓ ବିକାଶ (ECCED) କ୍ଷେତ୍ରକୁ ଅନ୍ତଃ-ରାଜ୍ୟ ସହଯୋଗ ମାଧ୍ୟମରେ ସୁଦୃଢ଼ କରିବା ପାଇଁ ଓଡ଼ିଶା ଏବଂ ମେଘାଳୟ ସରକାରଙ୍କ ମଧ୍ୟରେ…

‘ତାଲିମର ଉଦ୍ଦେଶ୍ୟ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ଅଧିକ ଧ୍ୟାନ ଦେବା ଉଚିତ’

ଭୁବନେଶ୍ୱର : ଦକ୍ଷତା ବିକାଶ ଉଦ୍ୟମିତା ସହିତ ଘନିଷ୍ଠ ଭାବରେ ଜଡିତl ତାଲିମର ଉଦ୍ଦେଶ୍ୟ କେବଳ ଚାକିରି ଖୋଜିବା ନୁହେଁ ବରଂ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ…

ସବୁ ସରକାରୀ କାର୍ଯ୍ୟ ଓଡ଼ିଆରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟର ବିକାଶକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସବୁ ବିଭାଗକୁ ଯେଉଁ ୧୫ ସୂତ୍ରୀ ବିଷୟ ଉପରେ ଗୁରୁତ୍ୱ…

ଉଲ୍ଲେଖନୀୟ ଅବଦାନ ପାଇଁ ୨୦ ଜଣ ଶ୍ରେଷ୍ଠ ମତ୍ସ୍ୟ-ପ୍ରାଣୀ ବିଭାଗୀୟ ଅଧିକାରୀଙ୍କୁ ସମ୍ମାନ ମିଳିବ

ଭୁବନେଶ୍ଵର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆୟୋଜନ ପରିପ୍ରେକ୍ଷୀରେ ଏକ ସାମ୍ବାଦିକ ସମ୍ମିଳନୀ ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି  ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ…

ଗବେଷଣା ପାଇଁ ଅଧ୍ୟାପକଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ତରଫରୁ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟର ଅଧ୍ୟାପକଙ୍କୁ ଗବେଷଣା କାର୍ଯ୍ୟ ପାଇଁ ଆର୍ଥିକ ସହାୟତା…

ଖେଳ ପ୍ରତି ନିଷ୍ଠାକୁ ପ୍ରଶଂସା କଲେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି କଳିଙ୍ଗ ଷ୍ଟାଡିୟମରେ ହକି ଇଣ୍ଡିଆ ଲିଗ୍ (ଏଚ୍‌ଆଇଏଲ୍‌) ୨୦୨୬ର ଭୁବନେଶ୍ୱର ପର୍ଯ୍ୟାୟର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି…

ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପାଇଁ ପ୍ରଶିକ୍ଷଣ ଶିବିର

ଭୁବନେଶ୍ୱର: ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ଏକ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି…

ନୂଆ ଉଦ୍ୟୋଗ ନିର୍ମାଣ ପାଇଁ ଛାତ୍ରଛାତ୍ରୀମାନଙ୍କ ପ୍ରଚେଷ୍ଟା ପ୍ରଶଂସନୀୟ : ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା “ରାଜ୍ୟ ସ୍ତରୀୟ ନବ ସୃଜନ ଓ ନୂତନ ଉଦ୍ୟମ”…

ଓରମାସ ସହ ଏମଓୟୁ ନଡ଼ିଆ ଚାଷୀଙ୍କ ପାଇଁ ଆର୍ଥିକ ସଶକ୍ତିର ପଥ ପ୍ରସସ୍ତ କରିବ: ଡଃ. କେ.ବି. ହେବ୍ବାର

ଭୁବନେଶ୍ୱର : ଓରମାସ ଓ ସୁଭଦ୍ରା ଶକ୍ତିର ମିଳିତ ଉଦ୍ୟମରେ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ମେଗା ମେଳା ‘ଶିଶିର ସରସ-୨୦୨୬’ ଏହାର ଅଷ୍ଟମ ଦିନରେ ପହଞ୍ଚିଛି।…

ମହାନଦୀ ଜଳ ବିବାଦ – ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଦ୍ଵିତୀୟ ବୈଠକ

ଭୁବନେଶ୍ୱର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠିତ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଦ୍ଵିତୀୟ ବୈଠକ ରାଜୀବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷି…