‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଲେ ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ‘ସୁଭଦ୍ରା’ଯୋଜନାର ପଞ୍ଚମ କିସ୍ତି…
