ପୌରପାଳିକା ଏବଂ ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାହୀ ଅଧିକାରୀ ମାନଙ୍କ ପ୍ରଦାନ କ୍ଷମତା ୧୦ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର : ସହରାଞ୍ଚଳର ବିକାଶକୁ ତ୍ୱରାନ୍ୱିତ କରିବା, ନିଷ୍ପତ୍ତି ଗ୍ରହଣ ପ୍ରକ୍ରିୟାକୁ ସହଜ କରିବା ଏବଂ ପୌରାଞ୍ଚଳ ଗୁଡ଼ିକରେ ଶାସନ ବ୍ୟବସ୍ଥାରେ ସୁଧାର ଆଣିବା ଲକ୍ଷ୍ୟରେ ଓଡ଼ିଶା…
