‘ବୈଶ୍ବିକ ଫୋରମ୍ରେ ନବ ସୃଜନ ଓ ନୂତନ ଉଦ୍ୟମର ପ୍ରଦର୍ଶନ ମାଧ୍ୟମରେ ଛାତ୍ରଛାତ୍ରୀ ଆମ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି’
ଭୁବନେଶ୍ୱର : ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ରେ ଓଡ଼ିଶାର ପ୍ରତିନିଧିତ୍ୱ କରିଥିବା ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଟୋକିଓରେ ଛାତ୍ରଛାତ୍ରୀମାନଙ୍କର…
