ସାଧାରଣ ଲୋକଟିର କଥା ଧୈର୍ଯ୍ୟର ସହ ଶୁଣନ୍ତୁ ଓ ତାଙ୍କ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରନ୍ତୁ, ଏହା ହିଁ ସୁଶାସନର ମୂଳଦୁଆ – ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ…
