‘ମହିଳା ଚାଷୀଙ୍କ ପାଇଁ କୃଷି ନୀତି, ସେବା ଏବଂ ଫଳାଫଳରେ ଲିଙ୍ଗ ସମାନତାକୁ ସାମିଲ କରିବା ପାଇଁ ଲିଙ୍ଗଗତ ଦାୟିତ୍ୱବୋଧ କକ୍ଷ ଏକ ଅଗ୍ରଣୀ ଭୂମିକା ଗ୍ରହଣ କରିବ’

ଭୁବନେଶ୍ୱର: ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା କୃଷି ଭବନରେ ମିଳିତ ଭାବରେ ଲିଙ୍ଗଗତ ଦାୟିତ୍ୱବୋଧ କକ୍ଷ (GRC) ଉଦଘାଟନ କରିଛନ୍ତି। ଅନ୍ତର୍ଜାତୀୟ ଖାଦ୍ୟ…

ଉପମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରାମାଣିକ ଆଳୁ ବିହନ ବିତରଣ

ଭୁବନେଶ୍ୱର: କଟକ ଜିଲ୍ଲା  ଆଠଗଡ଼ ବ୍ଲକର ଧୁରୁଷିଆ ପଞ୍ଚାୟତ ଅନ୍ତର୍ଗତ ଜଗମୋହନପୁର ଗ୍ରାମ ଠାରେ ଏକ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ଚଳିତ ରବିଋତୁ ୨୦୨୫ ରେ ରାଜ୍ୟ…

୪ ଜଣ ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ ଖେଳାଳୀଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ

ଭୁବନେଶ୍ୱର : ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ…

ସର୍ବଶ୍ରେଷ୍ଠ ପାଭିଲିୟନ୍ ସମ୍ମାନରେ ବିଭୂଷିତ ହେଲା ଓଡ଼ିଶା : ଦଳଗତ ସଫଳତା ପାଇଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ / ଭୁବନେଶ୍ଵର : ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ଅନ୍ତିମ ଦିବସରେ ଓଡ଼ିଶା ପାଭିଲିୟନ୍ସର୍ବଶ୍ରେଷ୍ଠ ପାଭିଲିୟନ…

‘ଦକ୍ଷତା ହିଁ କ୍ଷମତା’କୁ ପ୍ରେରିତ କରି ରୋଜଗାର ଓ ବିପଣନ ବ୍ୟବସ୍ଥାର ଉଦାହରଣ ପ୍ରସ୍ତୁତ କଲା ଓର୍‌ମାସ୍‌

ଭୁବନେଶ୍ୱର : ଓର୍‌ମାସ୍‌ (ଓଡିଶା ଗ୍ରାମୀଣ ବିକାଶ ଓ ବିପଣନ ସମିତି) ଦ୍ୱାରା ଆଜି ଦୀନଦୟାଲ ଉପାଧ୍ୟାୟ ଗ୍ରାମୀଣ କୌଶଲ୍ୟ ଯୋଜନା (ଡିଡିୟୁ-ଜିକେୱାଇ) ଅନ୍ତର୍ଗତ ତାଲିପ୍ରାପ୍ତ ପୂର୍ବତନ…

ଏଲ.ଆର. ଆଇ ରଥର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୂସମ୍ପଦ ତଥ୍ୟାବଳୀ ରଥ ବା ଲ୍ୟାଣ୍ଡ ରିସୋର୍ସ ଇନଭେଣ୍ଟରିର ଶୁଭାରମ୍ଭ କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ…

ବିଦେଶରେ ଶିକ୍ଷା ଲାଭ କରିବା ପାଇଁ ଅର୍ଥ ବାଧକ ସାଜିବ ନାହିଁ, ଗୁଣାତ୍ମକ ଶିକ୍ଷା ପ୍ରଦାନ ଆମର ଲକ୍ଷ୍ୟ: ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ବିଦେଶ ଶିକ୍ଷାବୃତ୍ତି ଯୋଜନାର ଶୁଭାରମ୍ଭ ହୋଇଯାଇଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ବିଦେଶ ଶିକ୍ଷାବୃତ୍ତି ଚଳିତ…

ବିକଶିତ ଭାରତ ପାଇଁ ବିକଶିତ ଓଡ଼ିଶା କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ବିକଶିତ ଓଡ଼ିଶାର ସ୍ବପ୍ନକୁ ଦୃଢ଼ ଭିତ୍ତି ଦେବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ଭିଜନ ୨୦୩୬ ଏବଂ ୨୦୪୭’ ଭଳି ଏକ ବିଶେଷ ମାର୍ଗଦର୍ଶିକା ପ୍ରସ୍ତୁତ…

ବୀରେନ୍‌ ମିତ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ଓ ସମ୍ବିଧାନ ଦିବସ ପାଳିତ

ଭୁବନେଶ୍ୱର : ସାଧାରଣ ଜନତା, କୃଷକ, ଶ୍ରମିକ ଓ ଅସହାୟ ମଣିଷଙ୍କର ଉତ୍‌ଥାନ ପାଇଁ ଯେଉଁ କେତେଜଣ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି ସେମାନଙ୍କ ମଧ୍ୟରେ ଓଡ଼ିଶାର ପୂର୍ବତନ…

୩ ବର୍ଷ ପାଇଁ ୬ଜଣଙ୍କୁ ପ୍ରଦାନ କରାଗଲା କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ, ସର୍ବମୋଟ ୧୩୪ଜଣ କଳାକାର ପୁରସ୍କୃତ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ୨୦୨୩, ୨୦୨୪ ଏବଂ ୨୦୨୫ ବର୍ଷ ପାଇଁ…