ଜନଜାତିଙ୍କ ଜୀବିକାରେ ଉନ୍ନତି ପାଇଁ କୃଷି-ସହଯୋଗୀ କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଏବଂ ସମୟୋଚିତ ହିସାବ ଦାଖଲ ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ
ଭୁବନେଶ୍ୱର: ରାଜ୍ୟରେ ଜନଜାତିଙ୍କ ଜିବିକାରେ ଉନ୍ନତି ପାଇଁ କୃଷି ସହଯୋଗୀ କାର୍ଯ୍ୟକଳାପକୁ ପ୍ରୋତ୍ସାହନ ଯୋଗାଇବା ସହ ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ବାର୍ଷିକ ହିସାବ ରିପୋର୍ଟ ଦାଖଲ କରିବା…
