୨୦୩୬ ସୁଦ୍ଧା ୧୦ ଲକ୍ଷ ‘ସବୁଜ ଜୀବିକା’ ସୃଷ୍ଟି କରାଯାଇ ଓଡିଶାକୁ ପରିବେଶ ପର୍ଯ୍ୟଟନ କ୍ଷେତ୍ରରେ ଏକ ମଡେଲ ଭାବେ ବିକଶିତ କରାଯିବ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟରେ ଜଙ୍ଗଲ ସମ୍ପଦର ବିକାଶ, ବନ୍ୟପ୍ରାଣୀ ସଂରକ୍ଷଣ ଓ ପରିବେଶ ସୁରକ୍ଷା ଆଦି କାର୍ଯ୍ୟକ୍ରମରେ ଉଲ୍ଲେଖନୀୟ ଯୋଗଦାନ ପାଇଁ ବିଭିନ୍ନ ପୁରସ୍କାର ପ୍ରଦାନ କରାଯାଇଥାଏ। ଏହି…
