ଦିବ୍ୟଙ୍ଗଙ୍କୁ ତ୍ଵରିତ ସେବା: ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଦିନକରେ ମିଳିଲା ଦିବ୍ୟଙ୍ଗ ପ୍ରମାଣପତ୍ର

ଭୁବନେଶ୍ଵର: ରାଜ୍ୟ ସରକାର ଦିବ୍ୟଙ୍ଗଙ୍କ ହିତପ୍ରତି ପ୍ରାଧାନ୍ୟ ଦେଇ ସଦା ସର୍ବଦା ସମର୍ପିତ ରହି କାର୍ଯ୍ୟ କରୁଛନ୍ତି l ସେହି କ୍ରମରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…

ମୟୂରଭଞ୍ଜରେ ୬ ଏବଂ ବାଲେଶ୍ୱରରେ  ୫ଟି ଓଡ୍ରାଫ ଦଳ  ମୁତୟନ

ବାଲେଶ୍ୱର : ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି…

ଭିନ୍ନକ୍ଷମମାନଙ୍କ ପାଇଁ କମ୍ପ୍ୟୁଟର ଶିକ୍ଷା ଉପରେ ଆଲୋଚନା

ଭୁବନେଶ୍ବର : ଭିନ୍ନକ୍ଷମ ଆୟୁକ୍ତଙ୍କ ଦ୍ୱାରା ଆୟୋଜିତ “ସକ୍ଷମା”ର ଦ୍ୱିତୀୟ ବୈଠକ  ଆୟୁକ୍ତଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି I ଏଥିରେ ମୁଖ୍ୟତଃ ସମାଜର ବିଭିନ୍ନ କ୍ଷେତ୍ରରେ…

ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର : ରାଜ୍ୟ କ୍ରାଇମ୍ ବ୍ରାଞ୍ଚ, ଓଡିଶାର ସୋସିଆଲ ମିଡିଆ ଟିମ୍ ନକଲି ୱେବସାଇଟ୍ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଅଦ୍ୟାବଧି କ୍ରାଇମବ୍ରାଞ୍ଚର ସାଇବର କ୍ରାଇମ୍…

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ଓଡ଼ିଶା ପୋଲିସର ସଫଳତା

ଭୁବନେଶ୍ବର : ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ…

ଦେଶରେ ପ୍ରତିଦିନ ପ୍ରାୟ ୯.୩୮ କୋଟି ପ୍ରମାଣୀକରଣ ଆଧାର ମାଧ୍ୟମରେ ହେଉଛି

ଭୁବନେଶ୍ୱର: ବିଗତ ଏକଦଶନ୍ଧି ମଧ୍ୟରେ ଆଧାର ଭାରତୀୟମାନଙ୍କ ଜୀବନକୁ ସହଜ କରିବାରେ ଏକ ପ୍ରମୁଖ ଭୂମିକା ନିର୍ବାହ କରିଛି । ଉଦାହରଣ ସ୍ୱରୂପ ଆଧାର ପ୍ଲାଟଫର୍ମ ବ୍ୟବହାର…

ନବ ନିଯୁକ୍ତ ପୌର ଅକାଉଣ୍ଟାଣ୍ଟମାନଙ୍କ ପାଇଁ  ଇଣ୍ଡକ୍ସନ୍ ଟ୍ରେନିଂ

 ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଗୃହନିର୍ମାଣ  ଓ ନଗର ଉନ୍ନୟନ ବିଭାଗ, ତରଫରୁ   ଅର୍ବାନ ଲୋକାଲ୍ ବଡି ମାନଙ୍କରେ ନବ ନିଯୁକ୍ତ ଅକାଉଣ୍ଟାଣ୍ଟମାନଙ୍କ ପାଇଁ  ଏକ ୪୦ ଦିନିଆ…

ବିକଶିତ ଭାରତ ଗଠନରେ ପ୍ରମୁଖ ଭୂମିକା ନେବ ଶକ୍ତି କ୍ଷେତ୍ର- ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ଶେଷରେ ଓଡ଼ିଶାରେ ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ ଓ ଆଇଆଇଟି କାନପୁରର ମିଳିତ ସହଯୋଗରେ ଆୟୋଜିତ ହେବ ଶକ୍ତିମନ୍ତ୍ରୀଙ୍କ ସମ୍ମିଳନୀ। ସାରା ଦେଶର ଶକ୍ତିମନ୍ତ୍ରୀମାନେ…

ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ ଓ ଓଡ଼ିଶା ଜଳବିଦ୍ୟୁତ ନିଗମ କାର୍ଯ୍ୟର ସମୀକ୍ଷା

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ ଉତ୍ପାଦନ ନିଗମ (ଓପିଜିସି) ଓ ଓଡ଼ିଶା ଜଳବିଦ୍ୟୁତ ନିଗମ (ଓଏଚପିସି)ର ପ୍ରକଳ୍ପ ଗୁଡ଼ିକର ସମୀକ୍ଷା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ…

ପବିତ୍ର ରଥଯାତ୍ରା ଉପଲକ୍ଷେ ଶ୍ରୀ ଜଗନ୍ନାଥ ଭକ୍ତି ସଂଗୀତ ସମାରୋହ – ‘ଗୁହାରି ୨୦୨୫’ ଉଦ୍ଘାଭଟିତ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ଆୟୋଜିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ…