ୱେ-ସାଇଡ୍‌ ଆମିନିଟିସ୍‌ ସେଣ୍ଟର ପ୍ରତିଷ୍ଠା ନେଇ ଆଲୋଚନା

ଭୁବନେଶ୍ୱର: ରାଜ୍ୟର ସଡ଼କ ନେଟ୍‌ୱାର୍କ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଦୁର୍ଘଟଣାମୁକ୍ତ କରିବା ଦିଗରେ ଅନେକ ଯୋଜନା ପ୍ରସ୍ତୁତ ହେଉଛି। ତେବେ ଜାତୀୟ ରାଜପଥ, ରାଜ୍ୟ…

ଭାରତର ଶକ୍ତି ସୁରକ୍ଷା ଉପରେ CII-EY ରିପୋର୍ଟ ଉନ୍ମୋଚିତ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ହୋଟେଲ ଲି ମେରିଡିଏନଠାରେ ଆୟୋଜିତ ୭ମ ସିଆଇଆଇ ଅନ୍ତର୍ଜାତୀୟ ଶକ୍ତି ସମ୍ମିଳନୀ ୨୦୨୬ରେ ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ…

ବିଧାନସଭା ପରିସରରେ ପଣ୍ଡିତ ନୀଳକଣ୍ଠ ଦାସଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ। ସେ ତତ୍‌କାଳୀନ ସମାଜରେ…

ସଚିବସ୍ତରୀୟ ବୈଠକ: ଗଜପତି ଜିଲ୍ଲାର ୨୫ଟି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ କାର୍ଯ୍ୟକାରିତା ସମ୍ପର୍କରେ ବିସ୍ତୃତ ଉପସ୍ଥାପନା

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର…

ବିଭିନ୍ନ ଅନୁଷ୍ଠାନ ସହ ସ୍ୱାସ୍ଥ୍ୟ ବିଭାଗର ୧୦ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ଗୁଜୁରାଟର ଆଇ-ହବ, ଅନ୍ତରା ଫାଉଣ୍ଡେସନ, ସର୍ବଭାରତୀୟ ଆୟୁର୍ବେଦ ସଂସ୍ଥାନ, ଅଦାନୀ ଗ୍ରୁପର…

ଓଡ଼ିଶା ପୋଲିସ କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି

ଭୁବନେଶ୍ୱର: ଜାତୀୟସ୍ତରର ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ ଓଡ଼ିଶା ପୋଲିସର କ୍ରୀଡାବିତମାନଙ୍କ ଚମକ ପୁଣିଥରେ ଦେଖିବାକୁ ମିଳିଛି।  ସର୍ବଭାରତୀୟ ସ୍ତରର ବିଭିନ୍ନ ପ୍ରତିଯୋଗିତାରେ 12 ଜଣ କ୍ରୀଡାବିତ ଉଲ୍ଲେଖନୀୟ…

ଓୟୁଏଟି ପିଜି ଛାତ୍ରଛାତ୍ରୀ ପାଇବେ ମାସିକ ₹୧୦,୦୦୦ ଓ ପିଏଚ୍.ଡି  ଗବେଷକ ପାଇବେ ମାସିକ ₹୧୫,୦୦୦

ଭୁବନେଶ୍ୱର: ରାଜ୍ୟରେ କୃଷି ଶିକ୍ଷା ଓ ଗବେଷଣାକୁ ଆଗକୁ ନେବା ପାଇଁ ଓଡ଼ିଶା ସରକାରଙ୍କ କୃଷି ବିଭାଗ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଓଡ଼ିଶା କୃଷି ଓ…

ବିକେପିପିଇଆର୍ ପାଇଁ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟିର ଅନୁମୋଦନ

ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ବିକାଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ପ୍ରକଳ୍ପ ପ୍ରସ୍ତାବ ରିପୋର୍ଟ (ପିପିଆର୍)କୁ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟି (ଏସ୍ଏଲପିଏମସି)ରେ ଅନୁମୋଦନ…

ସାଇବର ଅପରାଧ ତଦନ୍ତ ଓ ଡିଜିଟାଲ ଫରେନ୍ସିକ୍ସ କ୍ଷେତ୍ରରେ ଦକ୍ଷତା ବୃଦ୍ଧି ପାଇଁ ବୁଝାମଣାପତ୍ର ସ୍ୱାକ୍ଷର

ଭୁବନେଶ୍ୱର: ସାଇବର ଅପରାଧର ସଠିକ ମୁକାବିଲା, ଡିଜିଟାଲ ଫରେନ୍ସିକ୍ସରେ ଦକ୍ଷତା ବୃଦ୍ଧି ଏବଂ ବୈଜ୍ଞାନିକ ତଦନ୍ତ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ଓଡ଼ିଶା ପୋଲିସର ସିଆଇଡି–କ୍ରାଇମବ୍ରାଞ୍ଚ…

କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ୱାର୍ଡେନଙ୍କ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ଆରମ୍ଭ

ଭୁବନେଶ୍ବର: କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ (କେଜିବିଭି)ର ୱାର୍ଡେନମାନଙ୍କ ନିମନ୍ତେ ତୃତୀୟ ପର୍ଯ୍ୟାୟ ପ୍ରଶିକ୍ଷଣର ଶୁଭାରମ୍ଭ ହୋଇଯାଇଛି। ଜାତୀୟ ଶିକ୍ଷା ଯୋଜନା ଏବଂ  ପ୍ରଶାସନ ପ୍ରତିଷ୍ଠାନ (…