ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଉତ୍କଳିକାର ନୂଆ ଷ୍ଟୋର: ବିଦେଶରେ ବଢିବ ଓଡ଼ିଆ ହସ୍ତଶିଳ୍ପର ଚାହିଦା
ଭୁବନେଶ୍ଵର: ଓଡ଼ିଶା ହସ୍ତଶିଳ୍ପ କାରିଗରମାନଙ୍କର ଆର୍ଥିକ ଉନ୍ନତି ତଥା ଓଡ଼ିଆ ହସ୍ତଶିଳ୍ପ ସାମଗ୍ରୀର ପ୍ରଚାର ପ୍ରସାର ଲକ୍ଷ୍ୟରେ ଭୁବନେଶ୍ଵର ଅନ୍ତର୍ଜାତୀୟ ବିଜୁ ପଟ୍ଟନାୟକ ବିମାନ ବନ୍ଦରଠାରେ ଉତ୍କଳିକାର…
