ଅଗଷ୍ଟ ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ବ୍ରିକ୍ସ-ଭାରତ ଅଧ୍ୟକ୍ଷତାର ଶିକ୍ଷା କ୍ଷେତ୍ର ବୈଠକମାଳା

ଭୁବନେଶ୍ୱର: ଅଗଷ୍ଟ ୫ରୁ ୭ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ବ୍ରିକ୍ସ-ଭାରତ ଅଧ୍ୟକ୍ଷତାର ଶିକ୍ଷାକ୍ଷେତ୍ର ବୈଠକମାଳା ( ବ୍ରିକ୍ସ ଇଣ୍ଡିଆ ଚେୟାରସିପ୍ ଏଜୁକେସନ ଟ୍ରାକ୍ ମିଟିଙ୍ଗ୍ସ) ଅନୁଷ୍ଠିତ ହେବ।…

କୃତ୍ରିମ ବୁଦ୍ଧିମତା (ଏଆଇ) ଉପରେ ଦକ୍ଷତା ବିକାଶ କର୍ମଶାଳା

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ “କୃତ୍ରିମ ବୁଦ୍ଧିମତା (ଏଆଇ) ଉପରେ ଦକ୍ଷତା ବିକାଶ” କର୍ମଶାଳା ଉଦ୍‌ଘାଟିତ ହୋଇଯାଇଛି। ଏହି କର୍ମଶାଳାରେ…

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର …

ବୌଦ୍ଧ ଐତିହ୍ୟ ଏବଂ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ସୁଦୃଢ଼ କରିବା ପାଇଁ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଲୋକସେବା ଭବନଠାରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଆ ଭାଷା,…

କେଏମସିର ୧୫୦ ବର୍ଷ ପୂର୍ତ୍ତି ଅବସରରେ ବର୍ଷବ୍ୟାପୀ କାର୍ଯ୍ୟକ୍ରମ ପାଇଁ ସ୍ଵତନ୍ତ୍ର ଲୋଗୋ ଉନ୍ମୋଚିତ

କଟକ: ରାଜ୍ୟର ସାସ୍କୃତିକ ପ୍ରାଣକେନ୍ଦ୍ର କଟକ ସହରରେ ଲୋକାର୍ପିତ ହୋଇଛି ବହୁ ପ୍ରତିକ୍ଷିତ ଓଡ଼ିଶାର ସର୍ବବୃହତ୍ ବିଶ୍ଵନାଥ ପଣ୍ଡିତ କେନ୍ଦ୍ରୀୟ ପାଠାଗାର। ରାଜ୍ୟ ଗୃହ ନିର୍ମାଣ ଓ…

ସଂସ୍କୃତ ବିଦ୍ୱାନମାନେ ଏଆଇ-ଚାଳିତ ନବସୃଜନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ସଂସ୍କୃତ ବିଦ୍ୱାନମାନେ ଏଆଇ-ଚାଳିତ ନବସୃଜନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବାକୁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତିI ମଙ୍ଗଳବାର ଦିନ ପୁରୀସ୍ଥିତ…

ଜାତୀୟ ଜନଜାତି ଗବେଷଣା ପ୍ରତିଷ୍ଠାନ (TRIs)ଗୁଡ଼ିକର ସଶକ୍ତୀକରଣ ନେଇ ଭୁବନେଶ୍ୱରରେ ଦୁଇ ଦିନିଆ ଜାତୀୟ କର୍ମଶାଳା

ଭୁବନେଶ୍ୱର: ଜନଜାତି ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଜନଜାତି ଗବେଷଣା ପ୍ରତିଷ୍ଠାନ (Tribal Research Institutes – TRIs)ଗୁଡ଼ିକର ସଶକ୍ତୀକରଣ ଉଦ୍ଦେଶ୍ୟରେ ଦୁଇ ଦିନିଆ ଜାତୀୟ କର୍ମଶାଳା ଆଜି…

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଓଡ଼ିଶାର ୧୩ଟି EMRSରେ ସ୍ପେସ୍ ଲ୍ୟାବ୍ ଉଦଘାଟିତ

ଭୁବନେଶ୍ୱର: ଆଦିବାସୀ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଜ୍ଞାନ ଶିକ୍ଷାକୁ ସୁଦୃଢ଼ କରିବା ପାଇଁ ଐତିହାସିକ ପଦକ୍ଷେପ ଗ୍ରହଣ କରାଯାଇଛି। ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବ୍ୟାପୀ ୭୫ଟି ମନୋନୀତ…

ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟର ସମ୍ପତ୍ତି ସୁରକ୍ଷିତ ରଖିବା ଉଚ୍ଚଶିକ୍ଷାର ଦୀର୍ଘକାଳୀନ ବିକାଶ ପାଇଁ ଅତ୍ୟନ୍ତ ଜରୁରୀ: ରାଜ୍ୟପାଳ

ଭୁବନେଶ୍ୱର: ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟର ସମ୍ପତ୍ତି ସୁରକ୍ଷିତ ରଖିବା ଉଚ୍ଚଶିକ୍ଷାର ଦୀର୍ଘକାଳୀନ ବିକାଶ ପାଇଁ ଅତ୍ୟନ୍ତ ଜରୁରୀ। ଏ ଦିଗରେ ବିଶ୍ୱବିଦ୍ୟାଳୟ ଅଧିନସ୍ତ…

ବିଶ୍ୱବିଦ୍ୟାଳୟଗୁଡିକୁ ସାମାଜିକ ଦାୟିତ୍ୱବାନ ଏବଂ ପ୍ରଯୁକ୍ତିବିଦ୍ୟା ଦୃଷ୍ଟିରୁ ଉନ୍ନତ ପ୍ରତିଷ୍ଠାନରେ ପରିଣତ କରିବାକୁ ଗୁରୁତ୍ୱାରୋପ

ଭୁବନେଶ୍ୱର: ଭାରତୀୟ ମୂଲ୍ୟବୋଧକୁ ଭିତ୍ତିକରି ବିଶ୍ୱସ୍ତରୀୟ ପ୍ରତିଯୋଗିତାମୂଳକ ବିଶ୍ୱବିଦ୍ୟାଳୟ ଗଠନ ପାଇଁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି। ରବିବାର ଦିନ ଲୋକଭବନଠାରେ…