ରାସ୍ତାରେ ବିପଦପୂର୍ଣ୍ଣ ଭାବେ ଗାଡ଼ି ପାର୍କିଂ କରୁଥିବା ଚାଳକମାନଙ୍କୁ ସୁରକ୍ଷିତ ଟର୍ମିନାଲ୍ଗୁଡ଼ିକ ବ୍ୟବହାର କରିବା ପାଇଁ ପ୍ରୋତ୍ସାହିତ କରାଯିବ
ଭୁବନେଶ୍ୱର: ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ…
