ସଙ୍ଗାରେଡ୍ଡୀ ଦୁର୍ଘଟଣା: ଘଟଣାସ୍ଥଳରେ ୨ ଓଡ଼ିଆ ଅଧିକାରୀ

ଭୁବନେଶ୍ୱର: ଜୁଲାଇ ୧ ତାରିଖରେ ତେଲେଙ୍ଗାନା ରାଜ୍ୟର ସଙ୍ଗାରେଡ୍ଡୀ ଜିଲ୍ଲା ସ୍ଥିତ ସିଗାଚୀ ଫାର୍ମା କମ୍ପାନୀରେ ଘଟିଥିବା ଦୁର୍ଘଟଣାରେ ଏଯାବତ୍‌ ଓଡ଼ିଶାର ୪ଜଣ ବ୍ୟକ୍ତି ମୃତ୍ୟୁ ବରଣ…

ମୟୂରଭଞ୍ଜରେ ୬ ଏବଂ ବାଲେଶ୍ୱରରେ  ୫ଟି ଓଡ୍ରାଫ ଦଳ  ମୁତୟନ

ବାଲେଶ୍ୱର : ଉତ୍ତର ଓଡିଶାର ବାଲେଶ୍ୱର ଓ ମୟୁରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ଭଳି ପ୍ରମୁଖ ନଦୀର ଜଳସ୍ତର ବୃଦ୍ଧି…

ରାଜ୍ୟ ଶ୍ରମ ସଂସ୍ଥାନରେ ବାଷ୍ପୀତ୍ର ପ୍ରଚାଳନ ଯନ୍ତ୍ରୀମାନଙ୍କ ପାଇଁ କର୍ମଶାଳା

ଭୁବନେଶ୍ବର: ରାଜ୍ୟର ଶିଳ୍ପ ପ୍ରତିଷ୍ଠାନ ମାନଙ୍କରେ ଅବସ୍ଥାପିତ ବାଷ୍ପୀତ୍ର ପ୍ଳାଣ୍ଟ ଗୁଡ଼ିକର ସୁରକ୍ଷାକୁ ସୁନିଶ୍ଚିତ କରିବା ସହିତ ଚାଳନ ପଦ୍ଧତିକୁ ଅଧିକ ପ୍ରଭାବୀ ଏବଂ ପାରଦର୍ଶୀ କରିବା…

ବନ୍ୟଜନ୍ତୁଙ୍କ ଦ୍ଵାରା ମଣିଷ ମୃତ୍ୟୁବରଣ କଲେ ଏଣିକି ୧୦ ଲକ୍ଷ ଟଙ୍କା କ୍ଷତିପୂରଣ

ଭୁବନେଶ୍ଵର: ବନ୍ୟପ୍ରାଣୀ (ସୁରକ୍ଷା) (ଓଡିଶା) ନିୟମ, ୧୯୭୪ ର ନିୟମ ୪୫-କକ ଦ୍ୱାରା ପ୍ରଦତ୍ତ କ୍ଷମତା ପ୍ରୟୋଗ କରି,ରାଜ୍ୟ ସରକାରଙ୍କ ଜଙ୍ଗଲ,ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ…

ବୟସ୍କମାନଙ୍କୁ ବୋଝ ନ ଭାବି ସମ୍ପତ୍ତି ଭାବେ ସମ୍ମାନ ପ୍ରଦର୍ଶନ ପାଇଁ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ବୟସ୍କମାନଙ୍କୁ ବୋଝ ନ ଭାବି ସମ୍ପତ୍ତି ଭାବେ ସମ୍ମାନ ପ୍ରଦର୍ଶନ କରିବା ଉପରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ଜୁନ…

ସୁରକ୍ଷିତ ବାଷ୍ପୀତ୍ର ଚାଳନ ତାଲିମ କର୍ମଶାଳା

ଭୁବନେଶ୍ବର: ବାଷ୍ପୀତ୍ର ଚାଳନରେ ସୁରକ୍ଷା ପାଇଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅବସ୍ଥିତ କଳ କାରଖାନା ମାନଙ୍କ ରେ ନିୟୋଜିତ ବାଷ୍ପୀତ୍ର  ପରିଚାରକ ( Boiler Operator )…

‘ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଇରାନ ଚାହୁଁଛି’

ତେଲଆଭିଭ: ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଇରାନ ଚାହୁଁଛି । ଇରାନର ଇସଲାମିକ ସରକାର ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର ପ୍ରସ୍ତୁତ କରିଛନ୍ତି ବୋଲି…

ନାବାଳିକାଙ୍କୁ ଅପହରଣ ଉଦ୍ୟମ; ୨ ଗିରଫ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ରବିବାର ରାତିରେ ଏକ ଚିନ୍ତାଜନକ ଘଟଣା ଘଟିଛି । ଜଣେ ନାବାଳିକାଙ୍କୁ ନିଶାଦେଇ ତାଙ୍କୁ ଅପହରଣ କରିବା ଉଦ୍ୟମ କରାଯାଇଛି । ତେବେ…

ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ ଗିରଫ

ଭୁବନେଶ୍ୱର:ମାଓବାଦୀ ଅଭିଯାନ କ୍ଷେତ୍ରରେ ମାଲକାନଗିରି ପୋଲିସକୁ ଏକ ବଡ ସଫଳତା ମିଳିଛି। ଦୁଇ ଜଣ ଦୁର୍ଦ୍ଦାନ୍ତ ମାଓବାଦୀଙ୍କୁ ଗିରଫ କରାଯାଇଛି। ଗିରଫ ହୋଇଥିବା ଦୁଇ ମାଓବାଦୀ ହେଉଛନ୍ତି…

ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତକଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ସରକାର ବହନ କରିବେ

ଭୁବନେଶ୍ୱର: ଭଦ୍ରକ ତିହିଡି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଥିବା ସନ୍ତୋଷ ପରିଡାଙ୍କ ପିଲାଙ୍କ ପାଠ ପଢା…