ଅପରାଧୀଙ୍କ ବିରୁଦ୍ଧରେ ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଅଗଷ୍ଟ ୧ ତାରିଖରୁ  ରାଜ୍ୟର ସମସ୍ତ ଜିଲ୍ଲା ପୋଲିସ ଏସପିଙ୍କ ନେତୃତ୍ୱରେ ଅପେରସନ”ଗରୁଡ଼”  ଅଭିଯାନକୁ…

୪ ମାସରେ ୫.୬୩ ଲକ୍ଷରୁ ଅଧିକ ବରିଷ୍ଠ ନାଗରିକ ଯୋଜନାରେ ପଞ୍ଜୀକୃତ

ଭୁବନେଶ୍ୱର: ୭୦ ବର୍ଷ ବା ତଦୁର୍ଦ୍ଧ୍ଵ  ବୟସ୍କ ବରିଷ୍ଠ ନାଗରିକମାନଙ୍କ ପାଇଁ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା କାର୍ଡ ଏକ ଦୃଢ ଆଶା ବାଡ଼ି ସାବ୍ୟସ୍ତ ହେଇଛି।…

ଦିବ୍ୟାଙ୍ଗ ଭଉଣୀମାନଙ୍କ ସଫଳତା କାହାଣୀ ସମସ୍ତଙ୍କ ପାଇଁ ପ୍ରେରଣା :  ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦିବ୍ୟାଙ୍ଗ ଭଉଣୀମାନଙ୍କ ସଫଳତା କାହାଣୀ ଆମ ସମସ୍ତଙ୍କ ପାଇଁ ପ୍ରେରଣା। ଦିବ୍ୟାଙ୍ଗ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସୁରକ୍ଷା ଦ୍ବାୟିତ୍ଵ ରାଜ୍ୟ ସରକାରଙ୍କ ବୋଲି ଉପ-ମୁଖ୍ୟମନ୍ତ୍ରୀ…

ରାଜ୍ୟବାସୀଙ୍କୁ  ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ନେଇ ପ୍ରକଳ୍ପଗୁଡ଼ିକର ସମୀକ୍ଷା

ଭୁବନେଶ୍ୱର: ସମଗ୍ର ଓଡ଼ିଶାବାସୀଙ୍କୁ ସ୍ଵଚ୍ଛ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ସରକାର ସଙ୍କଳ୍ପବଦ୍ଧ ଅଛନ୍ତି। ରାଜ୍ୟରେ ଗ୍ରାମାଞ୍ଚଳରେ ଏହି କାର୍ୟ୍ୟକୁ ଉଚିତ ଭାବରେ କାର୍ୟ୍ୟକାରୀ କରି…

“ଡି. ଆର.ଆଇ.ପ୍ଲାଣ୍ଟ” ରେ ସୁରକ୍ଷା ସମ୍ପର୍କିତ ତାଲିମ୍

ଭୁବନେଶ୍ଵର: ରାଜ୍ୟରେ କାରଖାନା ମାନଙ୍କରେ ଉଭୟ ସୁରକ୍ଷିତ କାର୍ୟ୍ୟସ୍ଥଳୀ ଏବଂ ଶ୍ରମିକ ସୁରକ୍ଷାକୁ ସରକାର ପ୍ରାଥମିକତା ଦେଉଥିବାରୁ ଶ୍ରମ ଏବଂ କର୍ମଚାରୀ ରାଜ୍ୟ ବୀମା ବିଭାଗର ମଞ୍ଜୁରୀ…

ରାଜ୍ୟରେ ଫାଇଲେରିଆ ନିରାକରଣ ପାଇଁ ଆରମ୍ଭ ହେବ ମାସ୍ ଡ୍ରଗ୍ ଆଡମିନିଷ୍ଟ୍ରେସନ୍

ଭୁବନେଶ୍ୱର: ରାଜ୍ୟରେ ଲିମ୍ଫାଟିକ୍ ଫାଇଲେରିଆସିସ୍ ରୋଗର ଦୂରୀକରଣ ନିମନ୍ତେ ମାସ୍ ଡ୍ରଗ୍ ଆଡମିନିଷ୍ଟ୍ରେସନ୍ (ଏମଡିଏ) କାର୍ଯ୍ୟକ୍ରମ ୧୨ ଜିଲ୍ଲାର ନିର୍ଦ୍ଧିଷ୍ଟ ବ୍ଲକରେ ପରିଚାଳିତ ହେବ। ଏନେଇ ସ୍ବାସ୍ଥ୍ୟ…

ପ୍ରବାସୀଙ୍କ ପାଇଁ ନିଶୁଳ୍କ ହେଲ୍ପଲାଇନ ୧୮୦୦-୩୪୫-୭୮୮୫ ଜାରି

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି l ଓଡ଼ିଶା…

ଅନ୍ତ୍ୟୋଦୟ ଗୃହ ଯୋଜନା ପୋର୍ଟାଲ ମାଧ୍ୟମରେ ୫୭,୩୦୮ ହିତାଧିକାରୀ ପାଇସାରିଛନ୍ତି  ପ୍ରଥମ କିସ୍ତି

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ଦ୍ବାରା ପ୍ରଣୀତ ଅନ୍ତ୍ୟୋଦୟ ଗୃହ ଯୋଜନା (AGJ) ଅଧୀନରେ ବିଭିନ୍ନ ବର୍ଗର ୫୭,୩୦୮ ଜଣ ହିତାଧିକାରୀ ପ୍ରଥମ କିସ୍ତି ଅର୍ଥରାଶି ପାଇସାରିଛନ୍ତିl ଏହା…

ପୋଶ୍‌ ଆଇନ, ୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ

ଭୁବନେଶ୍ୱର: କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ୍‌-୨୦୧୩ ସମ୍ବନ୍ଧୀୟ ଏକ କର୍ମଶାଳା ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି।…

ଶକ୍ତିଶ୍ରୀ ସଂଯୋଜିକା ଓ ଶକ୍ତି ଅପାଙ୍କୁ ମନୋନୀତ କରିବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ୧୬ଟି ବିଶ୍ୱବିଦ୍ୟାଳୟ ଏବଂ ୭୩୦ଟି ସରକାରୀ ଓ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟମାନଙ୍କରେ “ଶକ୍ତିଶ୍ରୀ କାର୍ଯ୍ୟକ୍ରମ” ଆରମ୍ଭ କରିବା ପାଇଁ…