୩୭ତମ ସବ ଜୁନିଅର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ

ଭୁବନେଶ୍ୱର : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ପରିସରସ୍ଥ ଡାଲମିଆ ଭାରତ ଗୋପିଚାନ୍ଦ ବେଡ଼ମିଣ୍ଟନ ଉତ୍କର୍ଷ କେନ୍ଦ୍ର (ସଟଲ) ରେ ଆୟୋଜିତ ୩୭ତମ ଜାତୀୟ ସବ ଜୁନିଅର ବ୍ୟାଡ଼ମିଣ୍ଟନ…

ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ

କଟକ : କଟକ ସ୍ଥିତ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମରେ ଆୟୋଜିତ ହେଉଛି ଓଡ଼ିଶା ମାଷ୍ଟର୍ସ ୨୦୨୫-ବିଡବ୍ଲ୍ୟୁଏଫ୍ ଟୁର୍ ସୁପର ୧୦୦ ଟୁର୍ଣ୍ଣାମେଣ୍ଟ। ବ୍ୟାଡ଼ମିଣ୍ଟନ ୱାର୍ଲଡ଼ ଫେଡ଼େରେସନ୍‌,…

କ୍ରିକେଟ ମ୍ୟାଚ ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା

କଟକ : ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ  ହେବାକୁ ଯାଉଛି। ଏହାକୁ ଦୃଷ୍ଟିରେ…

୪ ଜଣ ମହିଳା ଦୃଷ୍ଟିବାଧିତ T20 ବିଶ୍ୱକପ୍ ଖେଳାଳୀଙ୍କୁ ୧୧ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ

ଭୁବନେଶ୍ୱର : ଶ୍ରୀଲଙ୍କାର କଲମ୍ବୋ ଠାରେ ଆୟୋଜିତ ପ୍ରଥମ ଦୃଷ୍ଟିହୀନ ମହିଳା T20 ବିଶ୍ୱକପ୍ ରେ ଭାରତୀୟ ମହିଳା ଦୃଷ୍ଟିବାଧିତ କ୍ରିକେଟ୍ ଦଳ ଏକ ରୋମାଞ୍ଚକର ଫାଇନାଲରେ…

ଓଡ଼ିଶା ପାରା କ୍ରୀଡ଼ାବିତଙ୍କ ଚମତ୍କାର ପ୍ରଦର୍ଶନ

ଭୁବନେଶ୍ୱର : ହାଇଦ୍ରାବାଦରେ ଆୟୋଜିତ ହୋଇଥିବା ଜାତୀୟ ପାରା ସନ୍ତରଣ ଚାମ୍ପିୟନସିପ୍-୨୦୨୫ରେ ଓଡ଼ିଶା ପାରା କ୍ରୀଡ଼ାବିତ୍‌ମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ଓଡ଼ିଶାର ପାରା ସନ୍ତରଣ ଦଳ ଏହି…

ତୃଣମୂଳ ସ୍ତରରେ ମିଳିବ ବିଶ୍ୱ ସ୍ତରୀୟ କ୍ରୀଡ଼ା ସୁବିଧା:କ୍ରୀଡ଼ା ମନ୍ତ୍ରୀ

ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମାର୍ଗଦର୍ଶନରେ ଓଡ଼ିଶା ଆଜି ଦ୍ରୁତ ପ୍ରଗତି ପଥରେ ଅଗ୍ରସର ହେଉଛି। କୃଷି, ଶିକ୍ଷା,…

ବିଜୟ କେବଳ ପଦକ ଜିତିବାରେ ନୁହେଁ ବରଂ ନିଜର ସର୍ବୋତ୍ତମ ପ୍ରଦର୍ଶନ, ପ୍ରତିପକ୍ଷଙ୍କୁ ସମ୍ମାନରେ ମଧ୍ୟ ରହିଛି – ରାଜ୍ୟପାଳ

ଭୁବନେଶ୍ୱର: କ୍ରୀଡ଼ାରେ ପ୍ରକୃତ ବିଜୟ କେବଳ ପଦକ ଜିତିବାରେ ନୁହେଁ, ବରଂ ନିଜର ସର୍ବୋତ୍ତମ ପ୍ରଦର୍ଶନ, ପ୍ରତିପକ୍ଷଙ୍କୁ ସମ୍ମାନ ଏବଂ କ୍ରୀଡ଼ା ମନୋଭାବ ମାଧ୍ୟମରେ ଅନ୍ୟମାନଙ୍କୁ ପ୍ରେରଣା…

ପୋଲିସ ଗ୍ରାଉଣ୍ଡ ପରିସରରେ ୭୦ ତମ ବୃତ୍ତିଗତ ପ୍ରତିଯୋଗିତା

ଭୁବନେଶ୍ୱର: ରାଜ୍ୟ ପୋଲିସ ବାହିନୀରେ କନଷ୍ଟେବଳ ଠାରୁ ଇନ୍ସପେକ୍ଟର ପାହ୍ୟା ପର୍ଯ୍ୟନ୍ତ କର୍ମଚାରୀଙ୍କର ବୃତ୍ତିଗତ ସ୍ତରରେ ଦକ୍ଷତା ବୃଦ୍ଧି ଲାଗି କଟକସ୍ଥିତ ରିଜର୍ଭ ପୋଲିସ ଗ୍ରାଉଣ୍ଡ ପରିସରରେ…

ଜାତୀୟସ୍ତରରେ ଚାମ୍ପିଅନ ଓଡ଼ିଶା ହ୍ଵିଲ ଚେୟାର ରଗବୀ ଦଳକୁ ସମ୍ବର୍ଦ୍ଧିତ କଲା ବାଣିଜ୍ୟ ଓ ପରିବହନ ବିଭାଗ

ଭୁବନେଶ୍ୱର: ଓଡ଼ିଶା ହ୍ୱିଲଚେୟାର ରଗବି ଦଳ ୭ମ ଜାତୀୟ ହ୍ୱିଲଚେୟାର ରଗବି ଚାମ୍ପିଅନସିପ୍ ୨୦୨୫ରେ ବିଜୟୀ ହୋଇ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଅତୁଳନୀୟ ଉତ୍ସାହ, ଶୃଙ୍ଖଳା…

କଳିଙ୍ଗ ଷ୍ଟାଡ଼ିୟମରେ ୪୦ତମ ନ୍ୟାସନାଲ ଜୁନିୟର ଆଥଲେଟିକ୍ସ ଚାମ୍ପିୟନସିପ୍

ଭୁବନେଶ୍ୱର: ଭାରତୀୟ ଆଥଲେଟିକ୍ସ ମହାସଂଘ, ଓଡ଼ିଶା ଆଥଲେଟିକ୍ସ ସଂଘ ଏବଂ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ ଠାରେ…