ସାମ୍ପ୍ରତିକ ପାଣିପାଗ ଓ ଫସଲ ସମ୍ବନ୍ଧୀୟ ସୂଚନା ଲାଗି ୨୫ ତାରିଖରୁ କୃଷି ବିଭାଗର କଣ୍ଟ୍ରୋଲ ରୁମ୍ ଓ ଟୋଲ ଫ୍ରି ନମ୍ବର ୧୫୫୩୩୩ ଜାରି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ଅବପାତ ଜନିତ ମାତ୍ରାଧିକ ବୃଷ୍ଟିପାତର ପରିଚାଳନା ସମୀକ୍ଷା ଆଜି କୃଷି ଭବନ ସ୍ଥିତ କୃଷି ସମୀକ୍ଷା କେନ୍ଦ୍ରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି…

ଇଣ୍ଡିଆ କେମ୍ ୨୦୨୬ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁମ୍ବାଇଠାରେ ଅକ୍ଟୋବର ୨୨ରୁ ହେଉଥିବା  ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026) ସମ୍ମିଳନୀରେ ଓଡ଼ିଶା ନିଜର ଶିଳ୍ପ ଦକ୍ଷତା, ବିଶାଳ ଭିତ୍ତିଭୂମି, ପ୍ରଗତିଶୀଳ ନୀତି…

ଯୁବପିଢ଼ିଙ୍କ ଦକ୍ଷତା ବିକାଶ ବିଜେପିର ପ୍ରାଥମିକତା: ତପନ କୁମାର ଚାନ୍ଦ

ଭୁବନେଶ୍ୱର: ଓଡ଼ିଶାର ଯୁବକଯୁବତୀମାନଙ୍କୁ ଆତ୍ମନିର୍ଭରଶୀଳ କରିବା ଏବଂ ରାଜ୍ୟରେ ଶିଳ୍ପଭିତ୍ତିକ ଦକ୍ଷତା ବିକାଶର ପଥକୁ ଅଧିକ ପ୍ରଶସ୍ତ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ପିଏମ୍‌…

ବଜ୍ରପାତ ପ୍ରକୋପ ହ୍ରାସ ସୁନିଶ୍ଚିତ କରିବା ନିମନ୍ତେ ଜାତୀୟ କର୍ମଶାଳା

ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ସ୍ଥାନୀୟ ଲେମନ୍ ଟ୍ରି ପ୍ରିମିୟର୍ ହୋଟେଲଠାରେ ଜାତୀୟ ବଜ୍ରପାତ ସୁରକ୍ଷା କର୍ମଶାଳା ଉଦଘାଟନ କରିଛନ୍ତିl…

ଆଧୁନିକ ବିଜ୍ଞାନଭିତ୍ତିକ ଶିକ୍ଷାକୁ ସହରାଞ୍ଚଳରୁ ଦୂରଦୂରାନ୍ତର ଗ୍ରାମାଞ୍ଚଳକୁ ସମ୍ପ୍ରସାରିତ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ରବିବାର ଦିନ ବରଗଡ଼ ଜିଲ୍ଲା ନୂଆଖାଇରପାଲି ଗ୍ରାମସ୍ଥିତ କୋଶଳ ବିଦ୍ୟାଳୟରେ ବୋଇଂ ସୁକନ୍ୟା STEM ଲ୍ୟାବ୍, ଏରୋମଡେଲିଂ…

ଓଡ଼ିଶାକୁ ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ବିପୁଳ ସଫଳତା ସ୍ୱରୂପ ରାଜ୍ୟକୁ ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ (Windergy India 2026) ସମ୍ମିଳନୀରେ…

ସୁନାବେଡ଼ା ହାଲ୍ (HAL) ଠାରେ ଶକ୍ତି ଇଞ୍ଜିନ୍‌ର ଦ୍ୱିତୀୟ ମାନୁଫାକ୍ଚରିଙ୍ଗ୍ ଲାଇନ୍ ଉଦ୍‌ଘାଟିତ

ଭୁବନେଶ୍ବର: ରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲ୍ଲାର ସୁନାବେଡା ଠାରେ ହାଲ୍ (HAL) ମାନୁଫାକ୍ଚରିଙ୍ଗ୍ ୟୁନିଟରେ ଶକ୍ତି ଇଞ୍ଜିନର…

ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ୧,୯୧୦ କୋଟିର କାର୍ଯ୍ୟ ସହ ବଦଳୁଛି ସମ୍ବଲପୁରର ଚେହେରା

ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।  ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ…

OSEPA ଏବଂ OUATର ସହଭାଗିତା କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ପ୍ରାକ୍ଟିକାଲ୍ ଶିକ୍ଷା, ଦକ୍ଷତା ବିକାଶ ଏବଂ କ୍ୟାରିୟର ଗଠନ ପାଇଁ ନୂତନ ସୁଯୋଗ ସୃଷ୍ଟି କରିବ

ଭୁବନେଶ୍ୱର: ଓଡ଼ିଶା ବିଦ୍ୟାଳୟ ଶିକ୍ଷା କର୍ଯ୍ୟକରଣ ପ୍ରାଧିକରଣ (OSEPA) ଏବଂ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (OUAT) ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ବିଦ୍ୟାଳୟ…

ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା ସମ୍ପର୍କିତ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: କମିସନରେଟ ପୋଲିସର ସମ୍ମିଳନୀ କକ୍ଷରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀବିନୟତୋଷ ମିଶ୍ରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ କମିଶନରେଟ୍ ପୋଲିସର ଆଇନ-ଶୃଙ୍ଖଳା, ଅପରାଧ ନିୟନ୍ତ୍ରଣ ଓ ପୋଲିସ ବ୍ୟବସ୍ଥା…