ଆମ ସାଥୀ ଚାଟ୍ ବଟ୍ ମାଧ୍ୟମରେ ରାଜସ୍ୱ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ରାଜସ୍ୱ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ବିଭାଗୀୟ କାର୍ଯ୍ୟ ସହ ଆମ ସାଥୀ…

‘ଟିମ୍ ଓଡ଼ିଶା’କୁ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ ପଦକ

ଭୁବନେଶ୍ଵର: ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ପ୍ରତିଯୋଗୀମାନେ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି…

ଓଡ଼ିଶାର ‘ଡିଜିଟାଲ୍ ସେଫଗାର୍ଡ’ବ୍ୟବସ୍ଥା ଆଗାମୀ ଦିନରେ ଛତିଶଗଡ଼ରେ ଲାଗୁ ହେବ

​ଭୁବନେଶ୍ୱର: ଛତିଶଗଡ଼ର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ଓ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ବରିଷ୍ଠ ଅଧିକାରୀଙ୍କ ମଧ୍ୟରେ ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି…

କୃତ୍ରିମ ବୁଦ୍ଧିମତା ଯୁଗରେ ଚିତ୍ରକଳା କ୍ଷେତ୍ରରେ ବିଭିନ୍ନ କୌଶଳ ଓ ପ୍ରଯୁକ୍ତିବିଦ୍ୟା ପ୍ରୟୋଗ ଉପରେ ଗୁରୁତ୍ୱ

ଭୁବନେଶ୍ୱର : ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ କଳିଙ୍ଗ ଆର୍ଟ ଗ୍ୟାଲେରୀ ଠାରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଶିଷ୍ଟ ଶିଳ୍ପୀ ପଦ୍ମଶ୍ରୀ…

‘ବୈଶ୍ବିକ ଫୋରମ୍‌ରେ ନବ ସୃଜନ ଓ ନୂତନ ଉଦ୍ୟମର ପ୍ରଦର୍ଶନ ମାଧ୍ୟମରେ ଛାତ୍ରଛାତ୍ରୀ ଆମ ରାଜ୍ୟ ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି’

ଭୁବନେଶ୍ୱର : ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍‌ରେ ଓଡ଼ିଶାର ପ୍ରତିନିଧିତ୍ୱ କରିଥିବା ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଟୋକିଓରେ ଛାତ୍ରଛାତ୍ରୀମାନଙ୍କର…

ଦକ୍ଷତା ବିକାଶ ଏବଂ ସଶକ୍ତିକରଣର ଯାତ୍ରାରେ ଝିଅମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବା ପାଇଁ ସରକାର ପ୍ରତିବଦ୍ଧ

ଭୁବନେଶ୍ୱର : ଓଡ଼ିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଏବଂ ନୂଆଦିଲ୍ଲୀର ଉଦୟୀତି ଫାଉଣ୍ଡେସନର ମିଳିତ ଆନୁକୂଲ୍ୟରେ ଆଜି ଭୁବନେଶ୍ୱରରେ ଅବସ୍ଥିତ ବିଶ୍ୱ…

ବିକଶିତ ଓଡ଼ିଶା ଗଠନର ନୂତନ ଅଧ୍ୟାୟ

ଭୁବନେଶ୍ବର: ଏକ ଦିବସୀୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ। ଭୁବନେଶ୍ୱରର ୟୁନିଟ୍-୩ ସ୍ଥିତ…

ଭୁବନେଶ୍ୱରରେ ଶେଷ ହେଲା ୪ଦିନିଆ ଦକ୍ଷତା ମହାକୁମ୍ଭ; ୧୩୨ ଜଣ କୃତି ପ୍ରତିଯୋଗୀ ପୁରସ୍କୃତ

ଭୁବନେଶ୍ୱର: ପୂର୍ବ ଭାରତ ପାଇଁ ଆୟୋଜିତ ଇଣ୍ଡିଆସ୍କିଲ୍ସ ଆଞ୍ଚଳିକ ପ୍ରତିଯୋଗିତା ୨୦୨୫-୨୬ ଭୁବନେଶ୍ୱରସ୍ଥିତ ଏସଡିଆଇ (SDI) ଅଡିଟୋରିୟମରେ ଉଦଯାପିତ ହୋଇଛି। ଏହା ଥିଲା ଯୁବ ପ୍ରତିଭା, ବୈଷୟିକ…

ୟୁ-ଡାଇସ୍ ପ୍ଲସ୍ ଜାତୀୟ କର୍ମଶାଳା ଉଦଯାପିତ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗ (DoSEL)ର ମିଳିତ ଆନୁକୂଲ୍ୟରେ ଦୁଇ…

ଦକ୍ଷତା ବିକାଶ କ୍ଷେତ୍ରରେ ୪ଟି ବୁଝାମଣାପତ୍ର ବିନିମୟ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ରରେ ଶିଳ୍ପ ଏବଂ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁଙ୍କ ଉପସ୍ଥିତିରେ ଚାରୋଟି ଗୁରୁତ୍ୱପୂର୍ଣ୍ଣ ବୁଝାମଣାପତ୍ର …