ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ୧,୯୧୦ କୋଟିର କାର୍ଯ୍ୟ ସହ ବଦଳୁଛି ସମ୍ବଲପୁରର ଚେହେରା

ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।  ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ…

ଐତିହାସିକ କଟକ ବାଲିଯାତ୍ରା-୨୦୨୬ ସଂପର୍କିତ ଉଚ୍ଚସ୍ତରୀୟ ପ୍ରସ୍ତୁତି ଓ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: କଟକର ଐତିହାସିକ ଓ ସାଂସ୍କୃତିକ ଗଣପର୍ବ ‘ବାଲିଯାତ୍ରା–୨୦୨୬’କୁ ଅଧିକ ବ୍ୟାପକ, ସୁରକ୍ଷିତ, ସୁବ୍ୟବସ୍ଥିତ ଓ ଆକର୍ଷଣୀୟ ଭାବେ ଆୟୋଜନ କରିବା ପାଇଁ ମୁଖ୍ୟ ଶାସନ ସଚିବ…

‘ଟୁରିଜମ୍ ରୋଡ୍ ଶୋ’ରେ ଓଡ଼ିଶାର ବିବିଧ ପର୍ଯ୍ୟଟନ ସମ୍ଭାବନା ପ୍ରଦର୍ଶିତ

ବାରଣାସୀ । ଭୁବନେଶ୍ବର: ବାରଣାସୀଠାରେ ଆୟୋଜିତ ‘ଓଡ଼ିଶା ପରବ ୨୦୨୬’ ଅବସରରେ ଏକ ‘ଓଡ଼ିଆ ପ୍ରବାସୀ ମିଳନ’ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବାରଣାସୀରେ ରହୁଥିବା ଓଡ଼ିଆ…

‘ଓଡ଼ିଶାରେ ସବୁ ପ୍ରକାର ପର୍ଯ୍ୟଟନ ସମ୍ଭାବନା ରହିଛି’

ବାରାଣାସୀ / ଭୁବନେଶ୍ୱର : ଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ବାରାଣାସୀଠାରେ ଆୟୋଜିତ FHRAI ର…

ହୀରାକୁଦକୁ ପ୍ରକୃତି, ଜଳ, ସାହସିକ, ଐତିହ୍ୟ, ସଂସ୍କୃତି ଓ ଶିଳ୍ପ ପର୍ଯ୍ୟଟନର ବହୁମୁଖୀ ଗନ୍ତବ୍ୟସ୍ଥଳୀ ଭାବେ ବିକଶିତ କରିବାକୁ ଗୁରୁତ୍ୱ

ଭୁବନେଶ୍ୱର: ପ୍ରକୃତି, ସଂସ୍କୃତି ଓ ସାହସିକ ପର୍ଯ୍ୟଟନର ସମନ୍ୱୟରେ ହୀରାକୁଦକୁ ଏକ ସ୍ଥାୟୀ ଓ ବିଶ୍ୱସ୍ତରୀୟ ପର୍ଯ୍ୟଟନ ଗନ୍ତବ୍ୟସ୍ଥଳୀ ଭାବେ ବିକଶିତ କରିବା ଲକ୍ଷ୍ୟରେ ରାଜ୍ୟ ସରକାର…

କଟକ ବଡ ମେଡିକାଲ ଓ ରାଉରକେଲା ହନୁମାନ ବାଟିକା ପ୍ରକଳ୍ପ ପୁନଃବିକାଶ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲର ଉନ୍ନତିକରଣ ଓ ଭିତ୍ତିଭୂମି ବିକାଶ ସହିତ ଏହାକୁ ବିଶ୍ୱସ୍ତରୀୟ ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ରୂପାନ୍ତରିତ କରିବା…

ରଘୁରାଜପୁରଠାରେ ସମନ୍ୱିତ ପର୍ଯ୍ୟଟନ ବିକାଶ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପିତ

ପୁରୀ I ଭୁବନେଶ୍ୱର: ଐତିହ୍ୟଗ୍ରାମ ରଘୁରାଜପୁରର ସମନ୍ୱିତ ପର୍ଯ୍ୟଟନ ବିକାଶ ନିମନ୍ତେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡା ସ୍ୱତନ୍ତ୍ର ପ୍ରକଳ୍ପର ଶୁଭ ଭିତ୍ତିପ୍ରସ୍ତର ସ୍ଥାପନ…

ଜାପାନ ତତ୍ତୋରି ପ୍ରଦେଶର ବରିଷ୍ଠ ପ୍ରତିନିଧି ଦଳଙ୍କ ସହ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ଓଡ଼ିଶା ଓ ଜାପାନ ମଧ୍ୟରେ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଓଡ଼ିଶା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଜାପାନ ତତ୍ତୋରି ପ୍ରଦେଶ (ପ୍ରିଫେକ୍ଚର)ର …

ପୁରୀର ଦିଗବାରେଣୀ ବେଳାଭୂମିଠାରେ ଅତ୍ୟାଧୁନିକ ‘ଉଦ୍ଧାର କେନ୍ଦ୍ର’ ଏବଂ  ‘ୱାଚ୍ ଟାୱାର’ର ଶିଳାନ୍ୟାସ

ପୁରୀ/ଭୁବନେଶ୍ୱର: ଓଡ଼ିଶାରେ ପର୍ଯ୍ୟଟକଙ୍କ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ଏବଂ ରାଜ୍ୟକୁ ଏକ ନିରାପଦ ତଥା ଦାୟିତ୍ୱପୂର୍ଣ୍ଣ ପର୍ଯ୍ୟଟନସ୍ଥଳୀ ଭାବେ ଗଢ଼ିତୋଳିବା ଦିଗରେ ଓଡ଼ିଶା ସରକାରଙ୍କ…

ବୌଦ୍ଧ ଐତିହ୍ୟ ଏବଂ ଆଧ୍ୟାତ୍ମିକ ପର୍ଯ୍ୟଟନକୁ ସୁଦୃଢ଼ କରିବା ପାଇଁ ଗୁରୁ ପଦ୍ମସମ୍ଭବ ବୌଦ୍ଧ ମହାବିହାର ସହିତ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ବୌଦ୍ଧ ସଂସ୍କୃତିର ସଂରକ୍ଷଣ ଏବଂ ପ୍ରସାର ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଲୋକସେବା ଭବନଠାରେ ପର୍ଯ୍ୟଟନ ବିଭାଗ ଏବଂ ଓଡ଼ିଆ ଭାଷା,…