ସାମ୍ପ୍ରତିକ ପାଣିପାଗ ଓ ଫସଲ ସମ୍ବନ୍ଧୀୟ ସୂଚନା ଲାଗି ୨୫ ତାରିଖରୁ କୃଷି ବିଭାଗର କଣ୍ଟ୍ରୋଲ ରୁମ୍ ଓ ଟୋଲ ଫ୍ରି ନମ୍ବର ୧୫୫୩୩୩ ଜାରି

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ଓ ଅବପାତ ଜନିତ ମାତ୍ରାଧିକ ବୃଷ୍ଟିପାତର ପରିଚାଳନା ସମୀକ୍ଷା ଆଜି କୃଷି ଭବନ ସ୍ଥିତ କୃଷି ସମୀକ୍ଷା କେନ୍ଦ୍ରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି…

ବାତ୍ୟାର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଅଛି, ଏଥର ମଧ୍ୟ ଆମ ଜିରୋ କାଜୁଆଲ୍‌ଟି ହାସଲ କରିବୁ। ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ସମ୍ପର୍କରେ…

ପ୍ରାୟ ସମସ୍ତ ଜିଲ୍ଲାରେ ଚଳିତ ବର୍ଷ ବନ୍ୟା କ୍ଷୟକ୍ଷତିର କ୍ଷତିପୂରଣ ବଣ୍ଟନ ଶେଷ ପର୍ଯ୍ୟାୟରେ

ଭୁବନେଶ୍ୱର: ରାଜୀବ ଭବନଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଚଳିତ ବର୍ଷର ବନ୍ୟା କ୍ଷୟକ୍ଷତିର ଚୂଡାନ୍ତ ଆକଳନ ଏବଂ କ୍ଷତିପୂରଣ ପ୍ରଦାନ…

ମହାନଦୀ ଅବବାହିକାରେ ପ୍ରବଳ ବର୍ଷା ଯୋଗୁଁ ଜଳପ୍ରବାହ ବୃଦ୍ଧି

ଭୁବନେଶ୍ୱର: ଗଭୀର ଅବପାତ ୨୩ ସେପ୍ଟେମ୍ବର ରାତିରୁ ୨୪ ସେପ୍ଟେମ୍ବର ମଧ୍ୟରେ ସ୍ଥଳଭାଗ ଅତିକ୍ରମ କରି ଛତିଶଗଡ଼ ଆଡ଼କୁ ଗତି କରିବା ପରେ ଉପର ମହାନଦୀ ଅବବାହିକାରେ…

ସ୍ଵତନ୍ତ୍ର ରିଲିଫ କମିଶନର,  ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗର ପରାମର୍ଶ ଏବଂ ନିର୍ଦ୍ଦେଶାବଳୀର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା କିଛି ଦିନରେ ସମ୍ଭାବ୍ୟ ପ୍ରବଳ ବର୍ଷାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ବନ୍ୟା, ଜଳବନ୍ଦୀ ଓ ବର୍ଷାଜନିତ ଅନ୍ୟାନ୍ୟ ସମସ୍ୟାର…

ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ୧,୯୧୦ କୋଟିର କାର୍ଯ୍ୟ ସହ ବଦଳୁଛି ସମ୍ବଲପୁରର ଚେହେରା

ଭୁବନେଶ୍ୱର/ସମ୍ବଲପୁର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁର ଗସ୍ତ ଅବସରରେ ଜିଲ୍ଲାବାସୀଙ୍କୁ ଏକାଧିକ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି।  ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ଠାରେ ଆୟୋଜିତ…

‘ବ୍ଲୁ ଇକୋନୋମି’ର ବିକାଶ ନେଇ ଆଲୋଚନା

ଭୁବନେଶ୍ୱର: ଓଡ଼ିଶାର ଉପକୂଳ ଅଞ୍ଚଳକୁ ଅବକ୍ଷୟରୁ ସୁରକ୍ଷା, ଜଳବାୟୁ ପରିବର୍ତ୍ତନଜନିତ ବିପଦର ମୁକାବିଲା ଏବଂ ଉପକୂଳବର୍ତ୍ତୀ ଅଞ୍ଚଳର ସ୍ଥାୟୀ ଆର୍ଥିକ ବିକାଶକୁ ଅଧିକ ସୁଦୃଢ଼ କରିବା ନେଇ…

ଜରୁରୀ ପରିସ୍ଥିତିରେ ରିଲିଫ ଓ ମାନବିକ ସହାୟତା କାର୍ଯ୍ୟରେ ସକ୍ରିୟ ଭାବେ ଯୋଗଦେବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ବନ୍ୟା ପ୍ରଭାବିତ ଲୋକଙ୍କୁ ସହାୟତା ପହଞ୍ଚାଇବା ଲକ୍ଷ୍ୟରେ ଭାରତୀୟ ରେଡକ୍ରସ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା (IRCS-OSB) ପକ୍ଷରୁ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର…

ବନ୍ୟା ପ୍ରଭାବିତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦଶସୂତ୍ରୀ ପ୍ୟାକେଜ ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଓ ଭଦ୍ରକ ଜିଲ୍ଲା ଗସ୍ତ କରି କ୍ଷୟକ୍ଷତିର ଅନୁଧ୍ୟାନ କରିବା ପରେ ରାଜ୍ୟର ବନ୍ୟା ପ୍ରଭାବିତଙ୍କ ପାଇଁ ୧୦୦୦…

ଲଘୁଚାପ କ୍ଷେତ୍ର: ସତର୍କ ରହିବା ଓ ତ୍ୱରିତ ପଦକ୍ଷେପ ପାଇଁ ସହରାଞ୍ଚଳ କର୍ତ୍ତୃପକ୍ଷଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ପରିପ୍ରେକ୍ଷୀରେ ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ…